2 Samuel 20:12 — Compare Translations

5 translations compared side by side

Odia - 1840
"ସେ ସମୟରେ ଅମାସା ରାଜପଥ ମଧିଅରେ ନିଜ ରକ୍ତ ରେ ଲଟପଟ ହାଇେ ପଡିଥିଲା। ପକ୍ସ୍ଟଣି ସହେି ୟକ୍ସ୍ଟବକ ସମସ୍ତ ଲୋକଙ୍କକ୍ସ୍ଟ ଠିଆ ହବୋର ଦେଖି ଅମାସାକକ୍ସ୍ଟ ରାଜପଥରକ୍ସ୍ଟ କ୍ଷେତ୍ରକକ୍ସ୍ଟ ନଇଗେଲା। ତା'ପରେ ସେ ତାହା ଉପରେ ଏକ ବସ୍ତ୍ର ଘୋଡାଇ ଦଲୋ। ଯେତେ ଲୋକ ତା'ର ନିକଟ ଦଇେ ଆସିଲେ, ପ୍ରେତ୍ୟକକକକ୍ସ୍ଟ ଠିଆ ହବୋର ଦେଖନ୍ତେ ସେ ତାହା ଉପରେ ଖଣ୍ଡେ ବସ୍ତ୍ର ପକାଇ ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ଅମାସା ରାଜଦାଣ୍ତ ମଧ୍ୟରେ ଆପଣା ରକ୍ତରେ ଲଟ୍ପଟ୍ ହୋଇ ପଡ଼ିଥିଲା । ପୁଣି ସେହି ମନୁଷ୍ୟ ସମସ୍ତ ଲୋକଙ୍କୁ ଠିଆ ହେବାର ଦେଖି ଅମାସାକୁ ରାଜଦାଣ୍ତରୁ କ୍ଷେତ୍ରକୁ ନେଇଗଲା, ଆଉ ଯେତେ ଲୋକ ତାହା ନିକଟ ଦେଇ ଆସିଲେ, ପ୍ରତ୍ୟେକଙ୍କୁ ଠିଆ ହେବାର ଦେଖନ୍ତେ, ସେ ତାହା ଉପରେ ଖଣ୍ତେ ବସ୍ତ୍ର ପକାଇଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟରେ ଅମାସା ରାଜପଥ ମଧ୍ୟରେ ନିଜ ରକ୍ତରେ ଲଟପଟ ହୋଇ ପଡ଼ିଥିଲା। ପୁଣି ସେହି ଯୁବକ ସମସ୍ତ ଲୋକଙ୍କୁ ଠିଆ ହେବାର ଦେଖି ଅମାସାକୁ ରାଜପଥରୁ କ୍ଷେତ୍ରକୁ ନେଇଗଲା। ତା’ପରେ ସେ ତାହା ଉପରେ ଏକ ବସ୍ତ୍ର ଘୋଡ଼ାଇ ଦେଲା। ଯେତେ ଲୋକ ତା’ର ନିକଟ ଦେଇ ଆସିଲେ, ପ୍ରତ୍ୟେକକୁ ଠିଆ ହେବାର ଦେଖନ୍ତେ ସେ ତାହା ଉପରେ ଖଣ୍ଡେ ବସ୍ତ୍ର ପକାଇ ଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ଅମାସା ରାସ୍ତା ମଧ୍ୟରେ ଆପଣା ରକ୍ତରେ ଲଟ୍‍ପଟ୍‍ ହୋଇ ପଡ଼ିଥିଲା। ପୁଣି ସେହି ମନୁଷ୍ୟ ସମସ୍ତ ଲୋକଙ୍କୁ ଠିଆ ହେବାର ଦେଖି ଅମାସାଙ୍କୁ ରାସ୍ତାରୁ କ୍ଷେତ୍ରକୁ ନେଇଗଲା, ଆଉ ଯେତେ ଲୋକ ତାହା ନିକଟ ଦେଇ ଆସିଲେ, ପ୍ରତ୍ୟେକଙ୍କୁ ଠିଆ ହେବାର ଦେଖନ୍ତେ, ସେ ତାହା ଉପରେ ଖଣ୍ଡେ ବସ୍ତ୍ର ପକାଇଦେଲା।
Odia IRV 2017 (ଓଡିଆ ବାଇବେଲ)