2 Samuel 20:13 — Compare Translations

5 translations compared side by side

Odia - 1840
"ଅମାସାକକ୍ସ୍ଟ ରାଜ ପଥରକ୍ସ୍ଟ ନଇେ ଗଲାପରେ ସମସ୍ତ ଲୋକ ବିଖ୍ରିର ପକ୍ସ୍ଟତ୍ର ଶବେଃର ପେଛ ଗୋଡ଼ାଇବା ପାଇଁ ଯୋୟାବର ଅନକ୍ସ୍ଟଗାମୀ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅମାସା ରାଜଦାଣ୍ତରୁ ଅନ୍ତର କରାଯାʼନ୍ତେ, ସମସ୍ତ ଲୋକ ବିଖ୍ରିର ପୁତ୍ର ଶେବଃର ପଛେ ଗୋଡ଼ାଇବା ପାଇଁ ଯୋୟାବର ଅନୁଗାମୀ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅମାସାକୁ ରାଜ ପଥରୁ ନେଇ ଗଲାପରେ ସମସ୍ତ ଲୋକ ବିଖ୍ରିର ପୁତ୍ର ଶେବଃର ପଛେ ଗୋଡ଼ାଇବା ପାଇଁ ଯୋୟାବର ଅନୁଗାମୀ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅମାସା ରାସ୍ତାରୁ ବାହର କରାଯାʼନ୍ତେ, ସମସ୍ତ ଲୋକ ବିଖ୍ରିିର ପୁତ୍ର ଶେବଃର ପଛେ ଗୋଡ଼ାଇବା ପାଇଁ ଯୋୟାବର ଅନୁଗାମୀ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଅମାସା ରାସ୍ତାରୁ ବାହର କରାଯା’ନ୍ତେ, ସମସ୍ତ ଲୋକ ବିଖ୍ରିିର ପୁତ୍ର ଶେବଃର ପଛେ ଗୋଡ଼ାଇବା ପାଇଁ ଯୋୟାବର ଅନୁଗାମୀ ହେଲେ।