2 Samuel 20:14 — Compare Translations

5 translations compared side by side

Odia - 1840
"ଶବେଃ ଇଶ୍ରାୟେଲର ସମସ୍ତ ପରିବାରବର୍ଗ ମଧ୍ଯ ଦଇେ ଆବଲେ, ବୈଥମାଖା ଗମନ କଲା। ସମସ୍ତ ବରୋଯମାନେ ଏକତ୍ରୀତ ହେଲେ, ଓ ତା'ର ପେଛ ପେଛ ଗମନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯୋୟାବ ଇସ୍ରାଏଲର ଯାବତୀୟ ବଂଶ ମଧ୍ୟଦେଇ ଆବେଲ୍ ଓ ବୈଥ୍ମାଖା ଓ ସମସ୍ତ ବେରୀମ୍ ଅଞ୍ଚଳ ପର୍ଯ୍ୟନ୍ତ ଗମନ କଲା; ତହିଁରେ ଲୋକମାନେ ଏକତ୍ରିତ ହେଲେ, ମଧ୍ୟ ତାହାର ପଛେ ପଛେ ଗମନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶେବଃ ବୈ‌ଥ୍‌ମାଖାସ୍ଥିତ ଆବେଲକୁ ପଳାୟନ କଲେ ଶେବଃ ଇସ୍ରାଏଲର ସମସ୍ତ ପରିବାରବର୍ଗ ମଧ୍ୟଦେଇ ଆବେଲ୍, ବୈ‌ଥ୍‌ମାଖା ଗମନ କଲା। ସମସ୍ତ ବେରୀୟମାନେ ଏକତ୍ରିତ ହେଲେ, ଓ ତା’ର ପଛେ ପଛେ ଗମନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଯୋୟାବ ଇସ୍ରାଏଲର ସମସ୍ତ ବଂଶ ମଧ୍ୟଦେଇ ଆବେଲ୍‍ ଓ ବେଥ୍‍ମାଖା ଓ ସମସ୍ତ ବେରୀମ୍‍ ଅଞ୍ଚଳ ପର୍ଯ୍ୟନ୍ତ ଗମନ କଲା; ତହିଁରେ ଲୋକମାନେ ଏକତ୍ରିତ ହେଲେ, ମଧ୍ୟ ତାହାର ପଛେ ପଛେ ଗମନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଯୋୟାବ ଇସ୍ରାଏଲର ସମସ୍ତ ବଂଶ ମଧ୍ୟଦେଇ ଆବେଲ୍‍ ଓ ବେଥ୍‍ମାଖା ଓ ସମସ୍ତ ବେରୀମ୍‍ ଅଞ୍ଚଳ ପର୍ଯ୍ୟନ୍ତ ଗମନ କଲା; ତହିଁରେ ଲୋକମାନେ ଏକତ୍ରିତ ହେଲେ, ମଧ୍ୟ ତାହାର ପଛେ ପଛେ ଗମନ କଲେ।