2 Samuel 20:15 — Compare Translations
5 translations compared side by side
Odia - 1840
"ଯୋୟାବ ଏବଂ ତାଙ୍କର ଲୋକମାନେ ଆସିଲେ ଏବଂ ବୈଥମାଖାସ୍ଥୀତ ଆବଲେ ରେ ତାଙ୍କୁ ରକ୍ସ୍ଟଦ୍ଧ କଲେ ଓ ନଗର ନିକଟରେ ଏକ ତିପି ପ୍ରସ୍ତକ୍ସ୍ଟତ କଲେ। ତାହା ଗଡପାଚରେୀ ପାଖ ରେ ନିର୍ମିତ ହେଲା, ତହିଁରେ ଯୋୟାବର ସମସ୍ତ ସଙ୍ଗୀଲୋକ ପାଚରେୀ ଭୂମିସାତ୍ କରିବା ପାଇଁ ଭାଙ୍ଗିବାକକ୍ସ୍ଟ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ଆସି ବୈଥ୍ମାଖାସ୍ଥିତ ଆବେଲ୍ରେ ଶେବଃକୁ ରୁଦ୍ଧ କଲେ ଓ ନଗର ନିକଟରେ ଏକ ଢିପି ପ୍ରସ୍ତୁତ କଲେ, ତାହା ଗଡ଼ପାଚେରୀ ନିକଟରେ ନିର୍ମିତ ହେଲା; ତହିଁରେ ଯୋୟାବର ସମସ୍ତ ସଙ୍ଗୀ ଲୋକ ପାଚେରୀ ଭୂମିସାତ୍ କରିବା ପାଇଁ ଭାଙ୍ଗିବାକୁ ଲାଗିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାବ ଏବଂ ତାଙ୍କର ଲୋକମାନେ ଆସିଲେ ଏବଂ ବୈଥ୍ମାଖାସ୍ଥିତ ଆବେଲରେ ତାଙ୍କୁ ରୁଦ୍ଧ କଲେ ଓ ନଗର ନିକଟରେ ଏକ ଢିପି ପ୍ରସ୍ତୁତ କଲେ। ତାହା ଗଡ଼ପାଚେରୀ ପାଖରେ ନିର୍ମିତ ହେଲା, ତହିଁରେ ଯୋୟାବର ସମସ୍ତ ସଙ୍ଗୀଲୋକ ପାଚେରୀ ଭୂମିସାତ୍ କରିବା ପାଇଁ ଭାଙ୍ଗିବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେମାନେ ଆସି ବେଥ୍-ମାଖାସ୍ଥିତ ଆବେଲ୍ରେ ଶେବଃଙ୍କୁ ଆକ୍ରମଣ କଲେ ଓ ନଗର ନିକଟରେ ଓ ଗଡ଼-ପାଚେରୀ ନିକଟରେ ଏକ ଢିପିନିର୍ମିତ ହେଲା; ତହିଁରେ ଯୋୟାବର ସହିତ ଥିବା ସମସ୍ତ ସୈନ୍ୟ ପାଚେରୀ ଭୂମିସାତ୍ କରିବା ପାଇଁ ଭାଙ୍ଗିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେମାନେ ଆସି ବେଥ୍ମାଖାସ୍ଥିତ ଆବେଲ୍ରେ ଶେବଃଙ୍କୁ ଆକ୍ରମଣ କଲେ ଓ ନଗର ନିକଟରେ ଓ ଗଡ଼-ପାଚେରୀ ନିକଟରେ ଏକ ଢିପିନିର୍ମିତ ହେଲା; ତହିଁରେ ଯୋୟାବର ସହିତ ଥିବା ସମସ୍ତ ସୈନ୍ୟ ପାଚେରୀ ଭୂମିସାତ୍ କରିବା ପାଇଁ ଭାଙ୍ଗିବାକୁ ଲାଗିଲେ।