2 Samuel 20:16 — Compare Translations

5 translations compared side by side

Odia - 1840
"ସେତବେେଳେ ନଗର ମଧ୍ଯରକ୍ସ୍ଟ ଏକ ବକ୍ସ୍ଟଦ୍ଧିମତି ସ୍ତ୍ରୀ ଡାକି କହିଲା, ଶକ୍ସ୍ଟଣ ଶକ୍ସ୍ଟଣ, ମୁ ବିନଯ କରୁଅଛି ଯୋୟାବକକ୍ସ୍ଟ ଏସ୍ଥାନ ପର୍ୟ୍ଯନ୍ତ ଆସିବାକକ୍ସ୍ଟ କକ୍ସ୍ଟହ। ମୁ ତା' ସହିତ କଥାବାର୍ତ୍ତା କରିବାକୁ ଗ୍ଭହକ୍ସ୍ଟଁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ନଗର ମଧ୍ୟରୁ ଏକ ବୁଦ୍ଧିମତୀ ସ୍ତ୍ରୀ ଡାକି କହିଲା, ଶୁଣ, ଶୁଣ, ମୁଁ ବିନୟ କରୁଅଛି, ଯୋୟାବକୁ ଏସ୍ଥାନ ପର୍ଯ୍ୟନ୍ତ ଆସିବାକୁ କୁହ, ମୁଁ ତାହା ସଙ୍ଗରେ କଥାବାର୍ତ୍ତା କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ନଗର ମଧ୍ୟରୁ ଏକ ବୁଦ୍ଧିମତି ସ୍ତ୍ରୀ ଡାକି କହିଲା, “ଶୁଣ ଶୁଣ, ମୁଁ ବିନୟ କରୁଅଛି ଯୋୟାବକୁ ଏ ସ୍ଥାନ ପର୍ଯ୍ୟନ୍ତ ଆସିବାକୁ କୁହ। ମୁଁ ତା’ ସହିତ କଥାବାର୍ତ୍ତା କରିବାକୁ ଗ୍ଭହୁଁଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ନଗର ମଧ୍ୟରୁ ଏକ ବୁଦ୍ଧିମତୀ ସ୍ତ୍ରୀ ଡାକି କହିଲା, “ଶୁଣ, ଶୁଣ! ମୁଁ ବିନୟ କରୁଅଛି, ଯୋୟାବକୁ ଏହି ସ୍ଥାନକୁ ଆସିବାକୁ କୁହ, ଯେପରି ମୁଁ ତାଙ୍କ ସହିତ କଥାବାର୍ତ୍ତା କରିପାରେ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ନଗର ମଧ୍ୟରୁ ଏକ ବୁଦ୍ଧିମତୀ ସ୍ତ୍ରୀ ଡାକି କହିଲା, “ଶୁଣ, ଶୁଣ! ମୁଁ ବିନୟ କରୁଅଛି, ଯୋୟାବକୁ ଏହି ସ୍ଥାନକୁ ଆସିବାକୁ କୁହ, ଯେପରି ମୁଁ ତାଙ୍କ ସହିତ କଥାବାର୍ତ୍ତା କରିପାରେ।”