2 Samuel 20:17 — Compare Translations
5 translations compared side by side
Odia - 1840
"ଯୋୟାବ ସ୍ତ୍ରୀ ଲୋକଟି ସହିତ କଥାବାର୍ତ୍ତା କରିବାକୁ ଗଲା। ସହେି ସ୍ତ୍ରୀ ପଗ୍ଭରିଲା, ତୁମ୍ଭେ କ'ଣ ଯୋୟାବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ତାହା ନିକଟକୁ ଆସନ୍ତେ, ସେ ସ୍ତ୍ରୀ ପଚାରିଲା, ଆପଣ କʼଣ ଯୋୟାବ? ସେ ଉତ୍ତର କଲା, ହଁ । ତେବେ ସେ ସ୍ତ୍ରୀ ତାହାକୁ କହିଲା, ଆପଣା ଦାସୀର କଥା ଶୁଣନ୍ତୁ । ସେ ଉତ୍ତର କଲା, ମୁଁ ଶୁଣୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାବ ସ୍ତ୍ରୀଲୋକଟି ସହିତ କଥାବାର୍ତ୍ତା କରିବାକୁ ଗଲା। ସେହି ସ୍ତ୍ରୀ ପଗ୍ଭରିଲା, “ତୁମ୍ଭେ କ’ଣ ଯୋୟାବ?” ଯୋୟାବ ଉତ୍ତର ଦେଲେ, “ହଁ, ମୁଁ ଯୋୟାବ ଅଟେ।” ତେଣୁ ସେହି ସ୍ତ୍ରୀଲୋକଟି କହିଲା, “ମୋ’ କଥା ଟିକେ ଶୁଣ।” ଯୋୟାବ କହିଲେ, “ମୁଁ ଶୁଣୁଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ତାହା ନିକଟକୁ ଆସନ୍ତେ, ସେ ସ୍ତ୍ରୀ ପଚାରିଲା, “ଆପଣ କʼଣ ଯୋୟାବ?” ସେ ଉତ୍ତର କଲା, “ହଁ।” ତେବେ ସେ ସ୍ତ୍ରୀ ତାହାକୁ କହିଲା, “ଆପଣା ଦାସୀର କଥା ଶୁଣନ୍ତୁ।” ସେ ଉତ୍ତର କଲା, “ମୁଁ ଶୁଣୁଅଛି।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ତାହା ନିକଟକୁ ଆସନ୍ତେ, ସେ ସ୍ତ୍ରୀ ପଚାରିଲା, “ଆପଣ କ’ଣ ଯୋୟାବ?” ସେ ଉତ୍ତର କଲା, “ହଁ।” ତେବେ ସେ ସ୍ତ୍ରୀ ତାହାକୁ କହିଲା, “ଆପଣା ଦାସୀର କଥା ଶୁଣନ୍ତୁ।” ସେ ଉତ୍ତର କଲା, “ମୁଁ ଶୁଣୁଅଛି।”