2 Samuel 20:18 — Compare Translations
5 translations compared side by side
Odia - 1840
"ତା'ପରେ ସ୍ତ୍ରୀ ଲୋକଟି କହିଲା, ପୂର୍ବକାଳ ରେ ଲୋକମାନେ କହକ୍ସ୍ଟଥିଲେ, ' ଲୋକେ ଆବେଲ୍ ରେ ସାହାୟ୍ଯ ମାଗିବା ଉଚିତ୍ ଏବଂ ସମାନେେ ଯାହା ଦରକାର କଲେ ତାହା ପାଇପାରିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ କହିଲା, ପୂର୍ବକାଳରେ ଲୋକମାନେ କହୁଥାʼନ୍ତି, ଲୋକେ ଆବେଲ୍ରେ ଅବଶ୍ୟ ପରାମର୍ଶ ପଚାରିବେ; ଆଉ ଏହିରୂପେ ସେମାନେ କାର୍ଯ୍ୟ ସମାପ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସ୍ତ୍ରୀଲୋକଟି କହିଲା, “ପୂର୍ବକାଳରେ ଲୋକମାନେ କହୁଥିଲେ, ‘ଲୋକେ ଆବେଲ୍ରେ ସାହାଯ୍ୟ ମାଗିବା ଉଚିତ୍ ଏବଂ ସେମାନେ ଯାହା ଦରକାର କଲେ ତାହା ପାଇପାରିବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ କହିଲା, “ପୂର୍ବକାଳରେ ଲୋକମାନେ କହୁଥାʼନ୍ତି, ‘ଲୋକେ ଆବେଲ୍ରେ ଅବଶ୍ୟ ପରାମର୍ଶ ପଚାରିବେ,’ ଆଉ ଏହିରୂପେ କାର୍ଯ୍ୟ ସମାପ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ କହିଲା, “ପୂର୍ବକାଳରେ ଲୋକମାନେ କହୁଥା’ନ୍ତି, ‘ଲୋକେ ଆବେଲ୍ରେ ଅବଶ୍ୟ ପରାମର୍ଶ ପଚାରିବେ,’ ଆଉ ଏହିରୂପେ କାର୍ଯ୍ୟ ସମାପ୍ତ ହେବ।