2 Samuel 20:19 — Compare Translations

5 translations compared side by side

Odia - 1840
"ମୁ ଇଶ୍ରାୟେଲର ଶାନ୍ତ ଓ ବିଶ୍ବସ୍ତ ଲୋକମାନଙ୍କ ମଧ୍ଯରକ୍ସ୍ଟ ଜଣେ, ତୁମ୍ଭେ ଇଶ୍ରାୟେଲର ଗକ୍ସ୍ଟରକ୍ସ୍ଟତ୍ବପୂର୍ଣ୍ଣ ନଗରକକ୍ସ୍ଟ ଧ୍ବଂସ କରିବାକୁ ଖାଜେକ୍ସ୍ଟଛ। ଯାହା ସଦାପ୍ରଭୁଙ୍କର ଅଟେ, ତୁମ୍ଭେ କାହିଁକି ଧ୍ବଂସ କରିବାକୁ ଇଚ୍ଛା କରୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଇସ୍ରାଏଲର ଶା; ଓ ବିଶ୍ଵସ୍ତ ଲୋକମାନଙ୍କ ମଧ୍ୟରୁ ଜଣେ; ଆପଣ ଏକ ନଗରକୁ ଓ ଇସ୍ରାଏଲ ମଧ୍ୟରେ ଏକ ମାତାକୁ ବିନାଶ କରିବା ପାଇଁ ଚେଷ୍ଟା କରୁଅଛନ୍ତି; ଆପଣ ସଦାପ୍ରଭୁଙ୍କ ଅଧିକାରକୁ କାହିଁକି ଗ୍ରାସ କରିବେ?
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଇସ୍ରାଏଲର ଶାନ୍ତ ଓ ବିଶ୍ୱସ୍ତ ଲୋକମାନଙ୍କ ମଧ୍ୟରୁ ଜଣେ, ତୁମ୍ଭେ ଇସ୍ରାଏଲର ଗୁରୁତ୍ୱପୂର୍ଣ୍ଣ ନଗରକୁ ଧ୍ୱଂସ କରିବାକୁ ଖୋଜୁଅଛ। ଯାହା ସଦାପ୍ରଭୁଙ୍କର ଅଟେ, ତୁମ୍ଭେ କାହିଁକି ଧ୍ୱଂସ କରିବାକୁ ଇଚ୍ଛା କରୁଅଛ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଇସ୍ରାଏଲର ଶାନ୍ତ ଓ ବିଶ୍ୱସ୍ତ ଲୋକମାନଙ୍କ ମଧ୍ୟରୁ ଜଣେ; ଆପଣ ଏକ ନଗରକୁ ଓ ଇସ୍ରାଏଲ ମଧ୍ୟରେ ଏକ ମାତାକୁ ବିନାଶ କରିବା ପାଇଁ ଚେଷ୍ଟା କରୁଅଛନ୍ତି; ଆପଣ ସଦାପ୍ରଭୁଙ୍କ ଅଧିକାରକୁ କାହିଁକି ଗ୍ରାସ କରିବେ?”
Odia IRV 2017 (ଓଡିଆ ବାଇବେଲ)
ମୁଁ ଇସ୍ରାଏଲର ଶାନ୍ତ ଓ ବିଶ୍ୱସ୍ତ ଲୋକମାନଙ୍କ ମଧ୍ୟରୁ ଜଣେ; ଆପଣ ଏକ ନଗରକୁ ଓ ଇସ୍ରାଏଲ ମଧ୍ୟରେ ଏକ ମାତାକୁ ବିନାଶ କରିବା ପାଇଁ ଚେଷ୍ଟା କରୁଅଛନ୍ତି; ଆପଣ ସଦାପ୍ରଭୁଙ୍କ ଅଧିକାରକୁ କାହିଁକି ଗ୍ରାସ କରିବେ?”