2 Samuel 20:2 — Compare Translations

5 translations compared side by side

Odia - 1840
"ତେଣୁ ଇଶ୍ରାୟେଲର ସମସ୍ତ ଲୋକ ଦାଉଦଙ୍କକ୍ସ୍ଟ ପରିତ୍ଯାଗ କଲେ ଓ ବିଖ୍ରିର ପକ୍ସ୍ଟତ୍ର ଶବେଃର ଅନକ୍ସ୍ଟସରଣ କଲେ। ମାତ୍ର ୟର୍ଦ୍ଦନଠାରକ୍ସ୍ଟ ୟିରକ୍ସ୍ଟଶାଲମ ପର୍ୟ୍ଯନ୍ତ ୟିହକ୍ସ୍ଟଦାର ଲୋକମାନେ ଆପଣା ରାଜାଙ୍କ ସହିତ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସମଗ୍ର ଇସ୍ରାଏଲ-ଲୋକ ଦାଉଦଙ୍କର ପଶ୍ଚାତ୍ଗମନରୁ ଫେରି ବିଖ୍ରିର ପୁତ୍ର ଶେବଃର ପଶ୍ଚାତ୍ଗମନ କଲେ; ମାତ୍ର ଯର୍ଦ୍ଦନଠାରୁ ଯିରୂଶାଲମ ପର୍ଯ୍ୟନ୍ତ ଯିହୁଦା-ଲୋକମାନେ ଆପଣା ରାଜାଙ୍କଠାରେ ଆସକ୍ତ ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଇସ୍ରାଏଲର ସମସ୍ତ ଲୋକ ଦାଉଦଙ୍କୁ ପରିତ୍ୟାଗ କଲେ ଓ ବିଖ୍ରିର ପୁତ୍ର ଶେବଃର ଅନୁସରଣ କଲେ। ମାତ୍ର ଯର୍ଦ୍ଦନଠାରୁ ଯିରୁଶାଲମ ପର୍ଯ୍ୟନ୍ତ ଯିହୁଦାର ଲୋକମାନେ ଆପଣା ରାଜାଙ୍କ ସହିତ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସମଗ୍ର ଇସ୍ରାଏଲ ଲୋକ ଦାଉଦଙ୍କର ପଶ୍ଚାତ୍‍ଗମନରୁ ଫେରି ବିଖ୍ରିିର ପୁତ୍ର ଶେବଃର ପଶ୍ଚାତ୍‍ଗମନ କଲେ; ମାତ୍ର ଯର୍ଦ୍ଦନଠାରୁ ଯିରୂଶାଲମ ପର୍ଯ୍ୟନ୍ତ ଯିହୁଦା-ଲୋକମାନେ ଆପଣା ରାଜାଙ୍କଠାରେ ଆସକ୍ତ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସମଗ୍ର ଇସ୍ରାଏଲ ଲୋକ ଦାଉଦଙ୍କର ପଶ୍ଚାତ୍‍ଗମନରୁ ଫେରି ବିଖ୍ରିିର ପୁତ୍ର ଶେବଃର ପଶ୍ଚାତ୍‍ଗମନ କଲେ; ମାତ୍ର ଯର୍ଦ୍ଦନଠାରୁ ଯିରୂଶାଲମ ପର୍ଯ୍ୟନ୍ତ ଯିହୁଦା-ଲୋକମାନେ ଆପଣା ରାଜାଙ୍କଠାରେ ଆସକ୍ତ ରହିଲେ।