2 Samuel 20:21 — Compare Translations
5 translations compared side by side
Odia - 1840
"କିନ୍ତୁ ଆପଣଙ୍କ ସହର ରେ ଇଫ୍ରଯିମ ପର୍ବତମଯ ଦେଶୀଯ ଲୋକ ଅଛି ଯାହାର ନାମ ଶବେଃ, ସେ ବିଖ୍ରିର ପକ୍ସ୍ଟତ୍ର। ସେ ରାଜାଙ୍କର ବିରକ୍ସ୍ଟଦ୍ଧାଚରଣ କରୁଅଛି। ତାକକ୍ସ୍ଟ ମାେତେ ଦିଅ ମୁ ଏଠାରକ୍ସ୍ଟ ପରିତ୍ଯାଗ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କଥା ସେପରି ନୁହେଁ; ମାତ୍ର ବିଖ୍ରିର ପୁତ୍ର ଶେବଃ ନାମରେ ଜଣେ ଇଫ୍ରୟିମ-ପର୍ବତମୟ ଦେଶୀୟ ଲୋକ ଦାଉଦ ରାଜାଙ୍କ ପ୍ରତିକୂଳରେ ଆପଣା ହସ୍ତ ଉଠାଇଅଛି; କେବଳ ତାକୁ ସମର୍ପି ଦିଅ, ତହିଁରେ ମୁଁ ଏ ନଗରରୁ ପ୍ରସ୍ଥାନ କରିବି । ତହୁଁ ସେ ସ୍ତ୍ରୀ ଯୋୟାବକୁ କହିଲା, ଦେଖନ୍ତୁ, ପ୍ରାଚୀର ଦେଇ ତାହାର ମସ୍ତକ ଆପଣଙ୍କ ନିକଟକୁ ପକାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭର ସହରରେ ଇଫ୍ରୟିମ ପର୍ବତମୟ ଦେଶୀୟ ଲୋକ ଅଛି ଯାହାର ନାମ ଶେବଃ, ସେ ବିଖ୍ରିର ପୁତ୍ର। ସେ ରାଜାଙ୍କର ବିରୁଦ୍ଧାଚରଣ କରୁଅଛି। ତାକୁ ମୋତେ ଦିଅ ମୁଁ ଏଠାରୁ ପରିତ୍ୟାଗ କରିବି।” ସେହି ସ୍ତ୍ରୀ ଯୋୟାବକୁ କହିଲା, “ଠିକ୍ ଅଛି ପ୍ରାଚୀର ଦେଇ ତା’ର ମସ୍ତକ ତୁମ୍ଭର ନିକଟକୁ ପକାଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କଥା ସେପରି ନୁହେଁ; ମାତ୍ର ବିଖ୍ରିିର ପୁତ୍ର ଶେବଃ ନାମରେ ଜଣେ ଇଫ୍ରୟିମ-ପର୍ବତମୟ ଦେଶୀୟ ଲୋକ ଦାଉଦ ରାଜାଙ୍କ ପ୍ରତିକୂଳରେ ଆପଣା ହସ୍ତ ଉଠାଇଅଛି; କେବଳ ତାଙ୍କୁ ସମର୍ପି ଦିଅ, ତହିଁରେ ମୁଁ ଏ ନଗରରୁ ପ୍ରସ୍ଥାନ କରିବି।” ତହୁଁ ସେ ସ୍ତ୍ରୀ ଯୋୟାବକୁ କହିଲା, “ଦେଖନ୍ତୁ, ପ୍ରାଚୀର ଦେଇ ତାହାର ମସ୍ତକ ଆପଣଙ୍କ ନିକଟକୁ ପକାଯିବ।”
Odia IRV 2017 (ଓଡିଆ ବାଇବେଲ)