2 Samuel 20:22 — Compare Translations

5 translations compared side by side

Odia - 1840
"ତା'ପରେ ସେ ନଗରର ସମସ୍ତ ଲୋକମାନଙ୍କୁ ବିଜ୍ଞତାର ସହିତ କହିଲା। ଲୋକମାନେ ବିଖ୍ରିର ପକ୍ସ୍ଟତ୍ର ଶବେଃର ମକ୍ସ୍ଟଣ୍ତ କାଟି ପ୍ରାଚୀର ଉପର ଦଇେ ଯୋୟାବ ନିକଟକକ୍ସ୍ଟ ଫୋପାଡି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେ ସ୍ତ୍ରୀ ଆପଣା ବୁଦ୍ଧିରେ ସମସ୍ତ ଲୋକଙ୍କ ନିକଟକୁ ଗଲା । ତହୁଁ ଲୋକମାନେ ବିଖ୍ରିର ପୁତ୍ର ଶେବଃର ମସ୍ତକ କାଟି ଯୋୟାବ ନିକଟକୁ ବାହାରେ ପକାଇଦେଲେ । ତହିଁରେ ସେ ତୂରୀ ବଜାନ୍ତେ, ଲୋକମାନେ ନଗରରୁ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ଵୁକୁ ଗଲେ । ପୁଣି ଯୋୟାବ ଯିରୂଶାଲମକୁ ରାଜାଙ୍କ କତିକି ଫେରିଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ନଗରର ସମସ୍ତ ଲୋକମାନଙ୍କୁ ବିଜ୍ଞତାର ସହିତ କହିଲା। ଲୋକମାନେ ବିଖ୍ରିର ପୁତ୍ର ଶେବଃର ମୁଣ୍ଡ କାଟି ପ୍ରାଚୀର ଉପର ଦେଇ ଯୋୟାବ ନିକଟକୁ ଫୋପାଡ଼ି ଦେଲେ। ତେଣୁ ଯୋୟାବ ତୂରୀ ବଜାଇଲେ ଏବଂ ଲୋକମାନେ ଓ ସୈନ୍ୟମାନେ ନିଜ ନିଜ ତମ୍ବୁକୁ ପଳାୟନ କଲେ, ଯୋୟାବ ଯିରୁଶାଲମକୁ ରାଜାଙ୍କ ନିକଟକୁ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେ ସ୍ତ୍ରୀ ଆପଣା ବୁଦ୍ଧିରେ ସମସ୍ତ ଲୋକଙ୍କ ନିକଟକୁ ଗଲା। ତହୁଁ ଲୋକମାନେ ବିଖ୍ରିିର ପୁତ୍ର ଶେବଃର ମସ୍ତକ କାଟି ଯୋୟାବ ନିକଟକୁ ବାହାରେ ପକାଇଦେଲେ। ତହିଁରେ ସେ ତୂରୀ ବଜାନ୍ତେ, ଲୋକମାନେ ନଗରରୁ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁକୁ ଗଲେ। ପୁଣି ଯୋୟାବ ଯିରୂଶାଲମକୁ ରାଜାଙ୍କ ନିକଟକୁ ଫେରିଗଲା।
Odia IRV 2017 (ଓଡିଆ ବାଇବେଲ)