2 Samuel 20:23 — Compare Translations

5 translations compared side by side

Odia - 1840
"ସେ ସମୟରେ ଯୋୟାବ ସମସ୍ତ ଇଶ୍ରାୟେଲର ସୈନ୍ଯଦଳର ଦଳପତି ଥିଲେ। ଯିହାୟୋଦାରଦାର ପକ୍ସ୍ଟତ୍ର ବନାଯ କରେଥୀଯ ଓ ପଲେଥୀଯମାନଙ୍କ ମକ୍ସ୍ଟଖ୍ଯ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ଯୋୟାବ ଇସ୍ରାଏଲର ସମସ୍ତ ସୈନ୍ୟଦଳର ଉପରେ ଥିଲା; ପୁଣି ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କର କର୍ମଗ୍ଭରୀ ସଂପ୍ରଦାୟ ସେ ସମୟରେ ଯୋୟାବ ସମସ୍ତ ଇସ୍ରାଏଲର ସୈନ୍ୟଦଳର ଦଳପତି ଥିଲେ। ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ମୁଖ୍ୟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ଯୋୟାବ ଇସ୍ରାଏଲର ସମସ୍ତ ସୈନ୍ୟଦଳର ଉପରେ ଥିଲା; ପୁଣି ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେସମୟରେ ଯୋୟାବ ଇସ୍ରାଏଲର ସମସ୍ତ ସୈନ୍ୟଦଳର ଉପରେ ଥିଲା; ପୁଣି ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ଥିଲା।