2 Samuel 20:4 — Compare Translations

5 translations compared side by side

Odia - 1840
"ତା'ପରେ ରାଜା ଅମାସାକକ୍ସ୍ଟ କହିଲେ, ତିନିଦିନ ମଧିଅରେ ୟିହକ୍ସ୍ଟଦାର ଲୋକମାନଙ୍କୁ କକ୍ସ୍ଟହ ମାେତେ ସାକ୍ଷାତ କରିବା ପାଇଁ ଏବଂ ତୁମ୍ଭେ ମଧ୍ଯ ସଠାେରେ ଉରସ୍ଥିତ ହକ୍ସ୍ଟଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ରାଜା ଅମାସାକୁ କହିଲେ, ତିନି ଦିନ ମଧ୍ୟରେ ଯିହୁଦାର ଲୋକମାନଙ୍କୁ ଡକାଇ ମୋʼ କତିରେ ଏକତ୍ର କର ଓ ତୁମ୍ଭେ ଏଠାରେ ଉପସ୍ଥିତ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ରାଜା ଅମାସାକୁ କହିଲେ, “ତିନି ଦିନ ମଧ୍ୟରେ ଯିହୁଦାର ଲୋକମାନଙ୍କୁ କୁହ ମୋତେ ସାକ୍ଷାତ କରିବା ପାଇଁ ଏବଂ ତୁମ୍ଭେ ମଧ୍ୟ ସେଠାରେ ଉପସ୍ଥିତ ହୁଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ରାଜା ଅମାସାଙ୍କୁ କହିଲେ, “ତିନି ଦିନ ମଧ୍ୟରେ ଯିହୁଦାର ଲୋକମାନଙ୍କୁ ଡକାଇ ମୋʼ ଠାରେ ଏକତ୍ର କର ଓ ତୁମ୍ଭେ ମଧ୍ୟ ଉପସ୍ଥିତ ହୁଅ।”
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ରାଜା ଅମାସାଙ୍କୁ କହିଲେ, “ତିନି ଦିନ ମଧ୍ୟରେ ଯିହୁଦାର ଲୋକମାନଙ୍କୁ ଡକାଇ ମୋ’ଠାରେ ଏକତ୍ର କର ଓ ତୁମ୍ଭେ ମଧ୍ୟ ଉପସ୍ଥିତ ହୁଅ।”