2 Samuel 20:5 — Compare Translations
5 translations compared side by side
Odia - 1840
"ତହିଁରେ ଅମାସା ୟିହକ୍ସ୍ଟଦାର ଲୋକମାନଙ୍କୁ ଡାକି ଏକତ୍ର କରିବାକୁ ଗଲା, ମାତ୍ର ସେ ନିରୂପିତ ସମୟରକ୍ସ୍ଟ ଅଧିକ ବିଳମ୍ବ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅମାସା ଯିହୁଦାର ଲୋକମାନଙ୍କୁ ଡାକି ଏକତ୍ର କରିବାକୁ ଗଲା; ମାତ୍ର ସେ ନିରୂପିତ ସମୟରୁ ଅଧିକ ବିଳମ୍ଵ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ଅମାସା ଯିହୁଦାର ଲୋକମାନଙ୍କୁ ଡାକି ଏକତ୍ର କରିବାକୁ ଗଲା, ମାତ୍ର ସେ ନିରୂପିତ ସମୟରୁ ଅଧିକ ବିଳମ୍ବ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅମାସା ଯିହୁଦାର ଲୋକମାନଙ୍କୁ ଡାକି ଏକତ୍ର କରିବାକୁ ଗଲା; ମାତ୍ର ସେ ରାଜାଙ୍କ ଦତ୍ତ ନିରୂପିତ ସମୟରୁ ଅଧିକ ବିଳମ୍ବ କଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଅମାସା ଯିହୁଦାର ଲୋକମାନଙ୍କୁ ଡାକି ଏକତ୍ର କରିବାକୁ ଗଲା; ମାତ୍ର ସେ ରାଜାଙ୍କ ଦତ୍ତ ନିରୂପିତ ସମୟରୁ ଅଧିକ ବିଳମ୍ବ କଲା।