2 Samuel 20:6 — Compare Translations
5 translations compared side by side
Odia - 1840
"ତହିଁରେ ଦାଉଦ ଅବୀଶଯକକ୍ସ୍ଟ କହିଲେ, ଏବେ ଅବଶା ଲୋମ ଅପେକ୍ଷା ବିଖ୍ରିର ପକ୍ସ୍ଟତ୍ର ଶବେଃ ଆମ୍ଭମାନଙ୍କର ଅଧିକ ଅନିଷ୍ଟ କରିବ। ତୁମ୍ଭେ ମାରେ ଅଧିକାରୀମାନଙ୍କୁ ନଇେ ତାଙ୍କ ପେଛ ପେଛ ୟାଅ, ନୋହିଲେ ସେ ପ୍ରାଚୀର ବେଷ୍ଟିତ କୈଣସି ନଗରକକ୍ସ୍ଟ ୟାଇ ଆମ୍ଭମାନଙ୍କ ଦୃଷ୍ଟିରକ୍ସ୍ଟ ପଳାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଦାଉଦ ଅବୀଶୟକୁ କହିଲେ, ଏବେ ଅବଶାଲୋମ ଅପେକ୍ଷା ବିଖ୍ରିର ପୁତ୍ର ଶେବଃ ଆମ୍ଭମାନଙ୍କର ଅଧିକ ଅନିଷ୍ଟ କରିବ; ତୁମ୍ଭେ ଆପଣା ପ୍ରଭୁଙ୍କ ଦାସମାନଙ୍କୁ ନେଇ ତାହାର ପଛେ ପଛେ ଗୋଡ଼ାଅ, ନୋହିଲେ ସେ ପ୍ରାଚୀରବେଷ୍ଟିତ କୌଣସି କୌଣସି ନଗରକୁ ଯାଇ ଆମ୍ଭମାନଙ୍କ ଦୃଷ୍ଟିରୁ ପଳାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଶେବଃକୁ ହତ୍ୟା କରିବାକୁ ଦାଉଦ ଅବୀଶୟକୁ କହିଲେ ତହିଁରେ ଦାଉଦ ଅବୀଶୟକୁ କହିଲେ, “ଏବେ ଅବଶାଲୋମ ଅପେକ୍ଷା ବିଖ୍ରିର ପୁତ୍ର ଶେବଃ ଆମ୍ଭମାନଙ୍କର ଅଧିକ ଅନିଷ୍ଟ କରିବ। ତୁମ୍ଭେ ମୋର ଅଧିକାରୀମାନଙ୍କୁ ନେଇ ତାଙ୍କ ପଛେ ପଛେ ଯାଅ, ନୋହିଲେ ସେ ପ୍ରାଚୀର ବେଷ୍ଟିତ କୌଣସି ନଗରକୁ ଯାଇ ଆମ୍ଭମାନଙ୍କ ଦୃଷ୍ଟିରୁ ପଳାଇବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଦାଉଦ ଅବୀଶୟକୁ କହିଲେ, “ଏବେ ଅବଶାଲୋମ ଅପେକ୍ଷା ବିଖ୍ରିିର ପୁତ୍ର ଶେବଃ ଆମ୍ଭମାନଙ୍କର ଅଧିକ ଅନିଷ୍ଟ କରିବ; ତୁମ୍ଭେ ଆପଣା ପ୍ରଭୁଙ୍କ ଦାସମାନଙ୍କୁ ଓ ସୈନ୍ୟମାନଙ୍କୁ ନେଇ ତାହାର ପଛେ ପଛେ ଗୋଡ଼ାଅ, ନୋହିଲେ ସେ ପ୍ରାଚୀର-ବେଷ୍ଟିତ କୌଣସି କୌଣସି ନଗରକୁ ଯାଇ ଆମ୍ଭମାନଙ୍କ ଦୃଷ୍ଟିରୁ ପଳାଇବ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଦାଉଦ ଅବୀଶୟକୁ କହିଲେ, “ଏବେ ଅବଶାଲୋମ ଅପେକ୍ଷା ବିଖ୍ରିିର ପୁତ୍ର ଶେବଃ ଆମ୍ଭମାନଙ୍କର ଅଧିକ ଅନିଷ୍ଟ କରିବ; ତୁମ୍ଭେ ଆପଣା ପ୍ରଭୁଙ୍କ ଦାସମାନଙ୍କୁ ଓ ସୈନ୍ୟମାନଙ୍କୁ ନେଇ ତାହାର ପଛେ ପଛେ ଗୋଡ଼ାଅ, ନୋହିଲେ ସେ ପ୍ରାଚୀରବେଷ୍ଟିତ କୌଣସି କୌଣସି ନଗରକୁ ଯାଇ ଆମ୍ଭମାନଙ୍କ ଦୃଷ୍ଟିରୁ ପଳାଇବ।”