2 Samuel 20:7 — Compare Translations
5 translations compared side by side
Odia - 1840
"ତେଣୁ ଯୋୟାବ ୟିରକ୍ସ୍ଟଶାଲମ ଛାଡି ବିଖ୍ରିର ପକ୍ସ୍ଟତ୍ର ଶବେଃର ପେଛ ଗୋଡ଼ାଇଲା। ଯୋୟାବ ତାଙ୍କ ସହିତ ତାଙ୍କର ଲୋକ, କରେଥୀଯ, ପଲେଥୀଯ ଓ ସମସ୍ତ ବୀରମାନେ ତାଙ୍କ ସହିତ ବାହାରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଯୋୟାବର ଲୋକ ଓ କରେଥୀୟ ଓ ପଲେଥୀୟ ଲୋକ ଓ ସମସ୍ତ ବୀର ଲୋକମାନେ ତାହା ପଛରେ ବାହାରିଲେ, ଆଉ ସେମାନେ ବିଖ୍ରିର ପୁତ୍ର ଶେବଃର ପଛେ ପଛେ ଗୋଡ଼ାଇବାକୁ ଯିରୂଶାଲମରୁ ବାହାରିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯୋୟାବ ଯିରୁଶାଲମ ଛାଡ଼ି ବିଖ୍ରିର ପୁତ୍ର ଶେବଃର ପଛେ ଗୋଡ଼ାଇଲା। ଯୋୟାବ ସହିତ, କରେଥୀୟ, ପଲେଥୀୟ ଓ ସମସ୍ତ ବୀରମାନେ ବାହାରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଯୋୟାବର ଲୋକ ଓ କରେଥୀୟ ଓ ପଲେଥୀୟ ଲୋକ ଓ ସମସ୍ତ ବୀର ଲୋକମାନେ ତାହା ପଛରେ ବାହାରିଲେ, ଆଉ ସେମାନେ ଯିରୂଶାଲମରୁ ବାହାରି ବିଖ୍ରିିର ପୁତ୍ର ଶେବଃର ପଛେ ପଛେ ଗୋଡ଼ାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଯୋୟାବର ଲୋକ ଓ କରେଥୀୟ ଓ ପଲେଥୀୟ ଲୋକ ଓ ସମସ୍ତ ବୀର ଲୋକମାନେ ତାହା ପଛରେ ବାହାରିଲେ, ଆଉ ସେମାନେ ଯିରୂଶାଲମରୁ ବାହାରି ବିଖ୍ରିିର ପୁତ୍ର ଶେବଃର ପଛେ ପଛେ ଗୋଡ଼ାଇଲେ।