2 Samuel 20:8 — Compare Translations

5 translations compared side by side

Odia - 1840
"ସମାନେେ ଗିବିଯୋନସ୍ଥ ବୃହତ ପ୍ରସ୍ତର ନିକଟରେ ଉପସ୍ଥିତ ହେଲା ବେଳେ ଅମାସା ସମାନଙ୍କେର ସମ୍ମକ୍ସ୍ଟଖକକ୍ସ୍ଟ ଆସିଲା। ବର୍ତ୍ତମାନ ଯୋୟାବ ଆପଣା ପରିହିତ ୟକ୍ସ୍ଟଦ୍ଧବସ୍ତ୍ର ଭିଡି ପିନ୍ଧିଥିଲା। ତହିଁ ଉପରେ ଏକ କଟିବନ୍ଧନ ଓ କୋଷବଦ୍ଧ ଖଡ୍ଗ ତାହାର କଟି ଦେଶ ରେ ବନ୍ଧାଥିଲା। ପକ୍ସ୍ଟଣି ସେ ଯାଉ ଯାଉ ତାହା ପଡିଗଲା। ତେଣୁ ଯୋୟାବ ଏହାକକ୍ସ୍ଟ ଉଠାଇଲା ଓ ଧରିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଗିବୀୟୋନସ୍ଥ ବୃହତ ପ୍ରସ୍ତର ନିକଟରେ ଉପସ୍ଥିତ ହୁଅନ୍ତେ, ଅମାସା ସେମାନଙ୍କର ସମ୍ମୁଖବର୍ତ୍ତୀ ହେଲା । ସେସମୟରେ ଯୋୟାବ ଆପଣା ପରିହିତ ଯୁଦ୍ଧବସ୍ତ୍ର ଭିଡ଼ି ପିନ୍ଧିଥିଲା, ତହିଁ ଉପରେ ଏକ କଟିବନ୍ଧନ ଓ କୋଷାବଦ୍ଧ ଖଡ଼୍‍ଗ ତାହାର କଟିଦେଶରେ ବନ୍ଧା ଥିଲା; ପୁଣି ସେ ଯାଉ ଯାଉ ତାହା ବାହାରି ପଡ଼ିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାବ ଅମାସାକୁ ହତ୍ୟା କଲେ ସେମାନେ ଗିବିୟୋନସ୍ଥ ବୃହତ ପ୍ରସ୍ତର ନିକଟରେ ଉପସ୍ଥିତ ହେଲା ବେଳେ ଅମାସା ସେମାନଙ୍କର ସମ୍ମୁଖକୁ ଆସିଲା। ବର୍ତ୍ତମାନ ଯୋୟାବ ଆପଣା ପରିହିତ ଯୁଦ୍ଧବସ୍ତ୍ର ଭିଡ଼ି ପିନ୍ଧିଥିଲା। ତହିଁ ଉପରେ ଏକ କଟିବନ୍ଧନ ଓ କୋଷବଦ୍ଧ ‌‌ଖ‌ଡ଼୍‌ଗ ତାହାର କଟି ଦେଶରେ ବନ୍ଧାଥିଲା। ପୁଣି ସେ ଯାଉ ଯାଉ ତାହା ପଡ଼ିଗଲା। ତେଣୁ ଯୋୟାବ ଏହାକୁ ଉଠାଇଲା ଓ ଧରିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଗିବୀୟୋନ୍‍ସ୍ଥ ବୃହତ ପ୍ରସ୍ତର ନିକଟରେ ଉପସ୍ଥିତ ହୁଅନ୍ତେ, ଅମାସା ସେମାନଙ୍କର ନିକଟକୁ ଆସିଲେ। ସେହି ସମୟରେ ଯୋୟାବ ଆପଣା ପରିହିତ ଯୁଦ୍ଧବସ୍ତ୍ର ଭିଡ଼ି ପିନ୍ଧିଥିଲା, ତହିଁ ଉପରେ ଏକ କଟିବନ୍ଧନ ଓ କୋଷାବଦ୍ଧ ଖଡ୍ଗ ତାହାର କଟିଦେଶରେ ବନ୍ଧା ଥିଲା; ପୁଣି ସେ ଯାଉ ଯାଉ ତାହା ବାହାରି ପଡ଼ିଲା।
Odia IRV 2017 (ଓଡିଆ ବାଇବେଲ)