2 Samuel 21:1 — Compare Translations
5 translations compared side by side
Odia - 1840
"ଦାଉଦଙ୍କ ରାଜତ୍ବ ସମୟରେ କ୍ରମାଗତ ତିନିବର୍ଷ ଧରି ଦକ୍ସ୍ଟର୍ଭିକ୍ଷ ହେଲା। ଏହି ସମୟରେ ରାଜା ଦାଉଦ ସଦାପ୍ରଭୁଙ୍କୁ ପ୍ରାର୍ଥନା କରନ୍ତେ ସଦାପ୍ରଭୁ ଉତ୍ତର ଦଇେ କହିଲେ, ଶାଉଲ ଓ ତା'ର ହତ୍ଯାକାରୀ ବଂଶ ଯୋଗକ୍ସ୍ଟ ଏପରି ହେଉଛି। ଯେ ହତେକ୍ସ୍ଟ ସେ ଗିବିଯୋନୀଯମାନଙ୍କୁ ହତ୍ଯା କରିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦଙ୍କର ସମୟରେ କ୍ରମାଗତ ତିନି ବର୍ଷ ଦୁର୍ଭିକ୍ଷ ହେଲା; ତହିଁରେ ଦାଉଦ ସଦାପ୍ରଭୁଙ୍କ ମୁଖ ଅନ୍ଵେଷଣ କରନ୍ତେ, ସଦାପ୍ରଭୁ କହିଲେ, ଶାଉଲ ଓ ତାହାର ରକ୍ତପାତୀ ବଂଶ ସକାଶୁ ଏହା ହେଉଅଛି, ଯେହେତୁ ସେ ଗିବୀୟୋନୀୟ ଲୋକମାନଙ୍କୁ ବଧ କରିଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲଙ୍କର ପରିବାର ଦଣ୍ତିତ ହେଲେ ଦାଉଦଙ୍କ ରାଜତ୍ୱ ସମୟରେ କ୍ରମାଗତ ତିନି ବର୍ଷ ଧରି ଦୁର୍ଭିକ୍ଷ ହେଲା। ଏହି ସମୟରେ ରାଜା ଦାଉଦ ସଦାପ୍ରଭୁଙ୍କୁ ପ୍ରାର୍ଥନା କରନ୍ତେ ସଦାପ୍ରଭୁ ଉତ୍ତର ଦେଇ କହିଲେ, “ଶାଉଲ ଓ ତା’ର ହତ୍ୟାକାରୀ ବଂଶ ଯୋଗୁଁ ଏପରି ହେଉଛି। ଯେହେତୁ ସେ ଗିବିୟୋନୀୟମାନଙ୍କୁ ହତ୍ୟା କରିଥିଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାଉଦଙ୍କର ସମୟରେ କ୍ରମାଗତ ତିନି ବର୍ଷ ଦୁର୍ଭିକ୍ଷ ହେଲା; ତହିଁରେ ଦାଉଦ ସଦାପ୍ରଭୁଙ୍କ ମୁଖ ଅନ୍ୱେଷଣ କରନ୍ତେ, ସଦାପ୍ରଭୁ କହିଲେ, “ଶାଉଲ ଓ ତାହାର ରକ୍ତପାତୀ ବଂଶ ସକାଶୁ ଏହା ହେଉଅଛି, ଯେହେତୁ ସେ ଗିବୀୟୋନୀୟ ଲୋକମାନଙ୍କୁ ବଧ କରିଥିଲା।”
Odia IRV 2017 (ଓଡିଆ ବାଇବେଲ)
ଦାଉଦଙ୍କର ସମୟରେ କ୍ରମାଗତ ତିନି ବର୍ଷ ଦୁର୍ଭିକ୍ଷ ହେଲା; ତହିଁରେ ଦାଉଦ ସଦାପ୍ରଭୁଙ୍କ ମୁଖ ଅନ୍ୱେଷଣ କରନ୍ତେ, ସଦାପ୍ରଭୁ କହିଲେ, “ଶାଉଲ ଓ ତାହାର ରକ୍ତପାତୀ ବଂଶ ସକାଶୁ ଏହା ହେଉଅଛି, ଯେହେତୁ ସେ ଗିବୀୟୋନୀୟ ଲୋକମାନଙ୍କୁ ବଧ କରିଥିଲା।”