2 Samuel 21:10 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ ଅଯାର କନ୍ଯା ରିସ୍ପା ଅଖା ନଇେ ଶସ୍ଯ ଅମଳ ଋତକ୍ସ୍ଟର ଆରମ୍ଭରକ୍ସ୍ଟ ବର୍ଷା ହବୋ ପର୍ୟ୍ଯନ୍ତ ସହେି ଶୈଳ ଉପରେ ଆପଣା ପାଇଁ ତାହା ପ୍ରସାରିଲା। ସେ ଦିନରାତି ସହେି ଶରୀରଗୁଡିକୁ ଜଗିବାକକ୍ସ୍ଟ ସଠାେରେ ରହିଲା। ଆଉ ସେ ଦିନ ବେଳେ ଆକାଶ ପକ୍ଷୀଗଣକକ୍ସ୍ଟ ସମାନଙ୍କେ ଉପରେ ବସିବାକକ୍ସ୍ଟ କିଅବା ରାତ୍ରି ବେଳେ ବନପଶକ୍ସ୍ଟଗଣକକ୍ସ୍ଟ ଆସିବାକକ୍ସ୍ଟ ଦଲୋ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଅୟାର କନ୍ୟା ରିସ୍ପା ଅଖା ନେଇ ଶସ୍ୟଚ୍ଛେଦନର ଆରମ୍ଭାବଧି ଆକାଶରୁ ସେମାନଙ୍କ ଉପରେ ଜଳ ବର୍ଷିବା ପର୍ଯ୍ୟନ୍ତ ସେହି ଶୈଳ ଉପରେ ଆପଣା ପାଇଁ ତାହା ପ୍ରସାରିଲା; ଆଉ ସେ ଦିନ ବେଳେ ଆକାଶ-ପକ୍ଷୀଗଣକୁ ସେମାନଙ୍କ ଉପରେ ବସିବାକୁ, କିଅବା ରାତ୍ରି ବେଳେ ବନପଶୁଗଣକୁ ଆସିବାକୁ ଦେଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଏବଂ ରି‌ସ୍‌ପା ବର୍ତ୍ତମାନ ଅୟାର କନ୍ୟା ରି‌ସ୍‌ପା ଅଖା ନେଇ ଶସ୍ୟଅମଳ ଋତୁର ଆରମ୍ଭରୁ ବର୍ଷା ହେବା ପର୍ଯ୍ୟନ୍ତ ସେହି ଶୈଳ ଉପରେ ଆପଣା ପାଇଁ ତାହା ପ୍ରସାରିଲା। ସେ ଦିନରାତି ସେହି ଶରୀରଗୁଡ଼ିକୁ ଜଗିବାକୁ ସେଠାରେ ରହିଲା। ଆଉ ସେ ଦିନ ବେଳେ ଆକାଶ ପକ୍ଷୀଗଣକୁ ସେମାନଙ୍କ ଉପରେ ବସିବାକୁ କିଅବା ରାତ୍ରି ବେଳେ ବନପଶୁଗଣକୁ ଆସିବାକୁ ଦେଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଅୟାର କନ୍ୟା ରିସ୍ପା ଅଖା ନେଇ ଶସ୍ୟଚ୍ଛେଦନର ଆରମ୍ଭାବଧି ଆକାଶରୁ ସେମାନଙ୍କ ଉପରେ ଜଳ ବର୍ଷିବା ପର୍ଯ୍ୟନ୍ତ ସେହି ଶୈଳ ଉପରେ ଓ ଶବ ନିକଟରେ ଆପଣା ପାଇଁ ତାହା ପ୍ରସାରିଲା; ଆଉ ସେ ଦିନ ବେଳେ ଆକାଶର ପକ୍ଷୀଗଣକୁ ସେମାନଙ୍କ ଉପରେ ବସିବାକୁ, କିଅବା ରାତ୍ରି ବେଳେ ବନ ପଶୁଗଣକୁ ଆସିବାକୁ ଦେଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଅୟାର କନ୍ୟା ରିସ୍‍ପା ଅଖା ନେଇ ଶସ୍ୟଚ୍ଛେଦନର ଆରମ୍ଭାବଧି ଆକାଶରୁ ସେମାନଙ୍କ ଉପରେ ଜଳ ବର୍ଷିବା ପର୍ଯ୍ୟନ୍ତ ସେହି ଶୈଳ ଉପରେ ଓ ଶବ ନିକଟରେ ଆପଣା ପାଇଁ ତାହା ପ୍ରସାରିଲା; ଆଉ ସେ ଦିନ ବେଳେ ଆକାଶର ପକ୍ଷୀଗଣକୁ ସେମାନଙ୍କ ଉପରେ ବସିବାକୁ, କିଅବା ରାତ୍ରି ବେଳେ ବନ ପଶୁଗଣକୁ ଆସିବାକୁ ଦେଲା ନାହିଁ।