2 Samuel 21:11 — Compare Translations

5 translations compared side by side

Odia - 1840
"ଏଥି ରେ ଶାଉଲଙ୍କର ଉପପତ୍ନୀ ଅଯାର କନ୍ଯା ରିସ୍ପାର ଏହି କର୍ମ ଦାଉଦଙ୍କକ୍ସ୍ଟ ଜ୍ଞାତ କରାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଶାଉଲଙ୍କର ଉପପନିୀ ଅୟାର କନ୍ୟା ରିସ୍ପାର ଏହି କର୍ମ ଦାଉଦଙ୍କୁ ଜ୍ଞାତ କରାଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ଶାଉଲଙ୍କର ଉପପତ୍ନୀ ଅୟାର କନ୍ୟା ରି‌ସ୍‌ପାର ଏହି କର୍ମ ଦାଉଦଙ୍କୁ ଜ୍ଞାତ କରାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଶାଉଲଙ୍କର ଉପପତ୍ନୀ ଅୟାର କନ୍ୟା ରିସ୍ପାର ଏହି କର୍ମ ଦାଉଦଙ୍କୁ ଜ୍ଞାତ କରାଗଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଶାଉଲଙ୍କର ଉପପତ୍ନୀ ଅୟାର କନ୍ୟା ରିସ୍‍ପାର ଏହି କର୍ମ ଦାଉଦଙ୍କୁ ଜ୍ଞାତ କରାଗଲା।