2 Samuel 21:12 — Compare Translations

5 translations compared side by side

Odia - 1840
"ସେତବେେଳେ ଦାଉଦ ୟାଇ ୟାବେଶ୍-ଗିଲିଯଦ ନିବାସୀମାନଙ୍କ ନିକଟରକ୍ସ୍ଟ ଶାଉଲଙ୍କର ଅସ୍ଥି ଓ ତାଙ୍କର ପକ୍ସ୍ଟତ୍ର ଯୋନାଥନର ଅସ୍ଥି ନେଲେ। କାରଣ ଗିଲ୍ବୋଯ ରେ ପଲେଷ୍ଟଯୀମାନେ ଶାଉଲଙ୍କକ୍ସ୍ଟ ବଧ କରିବା ଦିନ ସମାନଙ୍କେ ଶବ ପଲେଷ୍ଟୀୟମାନଙ୍କ ଦ୍ବାରା ବୈଥ୍ଶାନ ଛକରେ ଟଙ୍ଗାଗଲା ଉତ୍ତା ରେ ୟାବେଶ୍- ଗିଲିଯଦୀଯମାନେ ସହେି ସ୍ଥାନରକ୍ସ୍ଟ ତାହା ଗ୍ଭରେି କରି ନଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଦାଉଦ ଯାଇ ଯାବେଶ୍-ଗିଲୀୟଦ ନିବାସୀମାନଙ୍କ ନିକଟରୁ ଶାଉଲଙ୍କର ଅସ୍ଥି ଓ ତାହାଙ୍କର ପୁତ୍ର ଯୋନାଥନର ଅସ୍ଥି ନେଲେ, କାରଣ ଗିଲବୋୟରେ ପଲେଷ୍ଟୀୟମାନେ ଶାଉଲଙ୍କୁ ବଧ କରିବା ଦିନ ସେମାନଙ୍କ ଶବ ପଲେଷ୍ଟୀୟମାନଙ୍କ ଦ୍ଵାର ବୈଥ୍ଶାନ୍ ଛକରେ ଟଙ୍ଗାଗଲା ଉତ୍ତାରେ ଯାବେଶ୍-ଗିଲୀୟଦୀୟମାନେ ସେହି ସ୍ଥାନରୁ ତାହା ଚୋରି କରି ନେଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଦାଉଦ ଯାଇ ଯାବେ‌‌‌ଶ୍‌‌-ଗିଲିୟଦ ନିବାସୀମାନଙ୍କ ନିକଟରୁ ଶାଉଲଙ୍କର ଅସ୍ଥି ଓ ତାଙ୍କର ପୁତ୍ର ଯୋନାଥନର ଅସ୍ଥି ନେଲେ। କାରଣ ଗି‌ଲ୍‌ବୋୟରେ ପଲେଷ୍ଟୀୟମାନେ ଶାଉଲଙ୍କୁ ବଧ କରିବା ଦିନ ସେମାନଙ୍କ ଶବ ପଲେଷ୍ଟୀୟମାନଙ୍କ ଦ୍ୱାରା ବୈଥ୍‌ଶାନ ଛକରେ ଟଙ୍ଗାଗଲା ଉତ୍ତାରେ ଯାବେ‌‌‌ଶ୍‌‌-ଗିଲିୟଦୀୟମାନେ ସେହି ସ୍ଥାନରୁ ତାହା ଗ୍ଭେରି କରି ନେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଦାଉଦ ଯାଇ ଯାବେଶ-ଗିଲୀୟଦ ନିବାସୀମାନଙ୍କ ନିକଟରୁ ଶାଉଲଙ୍କର ଅସ୍ଥି ଓ ତାହାଙ୍କର ପୁତ୍ର ଯୋନାଥନର ଅସ୍ଥି ନେଲେ, କାରଣ ଗିଲ୍‍ବୋୟରେ ପଲେଷ୍ଟୀୟମାନେ ଶାଉଲଙ୍କୁ ବଧ କରିବା ଦିନ ସେମାନଙ୍କ ଶବ ପଲେଷ୍ଟୀୟମାନଙ୍କ ଦ୍ୱାର ବେଥ୍-ଶାନ୍‍ ଛକରେ ଟଙ୍ଗାଗଲା ଉତ୍ତାରେ ଯାବେଶ-ଗିଲୀୟଦୀୟମାନେ ସେହି ସ୍ଥାନରୁ ତାହା ଚୋରି କରି ନେଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଦାଉଦ ଯାଇ ଯାବେଶ୍‍-ଗିଲୀୟଦ ନିବାସୀମାନଙ୍କ ନିକଟରୁ ଶାଉଲଙ୍କର ଅସ୍ଥି ଓ ତାହାଙ୍କର ପୁତ୍ର ଯୋନାଥନର ଅସ୍ଥି ନେଲେ, କାରଣ ଗିଲ୍‍ବୋୟରେ ପଲେଷ୍ଟୀୟମାନେ ଶାଉଲଙ୍କୁ ବଧ କରିବା ଦିନ ସେମାନଙ୍କ ଶବ ପଲେଷ୍ଟୀୟମାନଙ୍କ ଦ୍ୱାର ବେଥ୍-ଶାନ୍‍ ଛକରେ ଟଙ୍ଗାଗଲା ଉତ୍ତାରେ ଯାବେଶ୍‍-ଗିଲୀୟଦୀୟମାନେ ସେହି ସ୍ଥାନରୁ ତାହା ଚୋରି କରି ନେଇଥିଲେ।