2 Samuel 21:13 — Compare Translations
5 translations compared side by side
Odia - 1840
"ଏ ନିମନ୍ତେ ସେ ସଠାେରକ୍ସ୍ଟ ଶାଉଲଙ୍କର ଅସ୍ଥି ଓ ତାଙ୍କର ପକ୍ସ୍ଟତ୍ର ଯୋନାଥନର ଅସ୍ଥି ଆଣିଲା, ପକ୍ସ୍ଟଣି ଲୋକମାନେ ଟଙ୍ଗାୟିବା ଲୋକମାନଙ୍କ ଅସ୍ଥି ସଂଗ୍ରହ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ସେ ସେଠାରୁ ଶାଉଲଙ୍କର ଅସ୍ଥି ଓ ତାଙ୍କର ପୁତ୍ର ଯୋନାଥନର ଅସ୍ଥି ଆଣିଲେ; ପୁଣି ଲୋକମାନେ ଟଙ୍ଗାଯିବା ଲୋକମାନଙ୍କ ଅସ୍ଥି ସଂଗ୍ରହ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏ ନିମନ୍ତେ ସେ ସେଠାରୁ ଶାଉଲଙ୍କର ଅସ୍ଥି ଓ ତାଙ୍କର ପୁତ୍ର ଯୋନାଥନର ଅସ୍ଥି ଆଣିଲେ, ପୁଣି ଲୋକମାନେ ଟଙ୍ଗାଯିବା ଲୋକମାନଙ୍କ ଅସ୍ଥି ସଂଗ୍ରହ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ସେ ସେଠାରୁ ଶାଉଲଙ୍କର ଅସ୍ଥି ଓ ତାଙ୍କର ପୁତ୍ର ଯୋନାଥନର ଅସ୍ଥି ଆଣିଲେ; ପୁଣି ଲୋକମାନେ ଟଙ୍ଗାଯିବା ଲୋକମାନଙ୍କ ଅସ୍ଥି ସଂଗ୍ରହ କଲେ।
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ସେ ସେଠାରୁ ଶାଉଲଙ୍କର ଅସ୍ଥି ଓ ତାଙ୍କର ପୁତ୍ର ଯୋନାଥନର ଅସ୍ଥି ଆଣିଲେ; ପୁଣି ଲୋକମାନେ ଟଙ୍ଗାଯିବା ଲୋକମାନଙ୍କ ଅସ୍ଥି ସଂଗ୍ରହ କଲେ।