2 Samuel 21:14 — Compare Translations

5 translations compared side by side

Odia - 1840
"ଏହାପରେ ସମାନେେ ଶାଉଲଙ୍କର ଓ ତାଙ୍କର ପକ୍ସ୍ଟତ୍ର ଯୋନାଥନର ଅସ୍ଥି ବିନ୍ଯାମୀନ ଦେଶସ୍ଥ ସେଲା ରେ ତାହାର ପିତା କୀଶର କବର ମଧିଅରେ ପୋତିଲେ। ରାଜା ଯାହା ଆଜ୍ଞା କଲେ, ଲୋକମାନେ ତାହାସବୁ କଲେ। ତହିଁପରେ ପରମେଶ୍ବର ପ୍ରାର୍ଥନା ଶକ୍ସ୍ଟଣି ଦେଶପ୍ରତି ପ୍ରସନ୍ନ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେମାନେ ଶାଉଲଙ୍କର ଓ ତାଙ୍କ ପୁତ୍ର ଯୋନାଥନର ଅସ୍ଥି ବିନ୍ୟାମୀନ ଦେଶସ୍ଥ ସେଲାରେ ତାହାର ପିତା କୀଶ୍ର କବର ମଧ୍ୟରେ ପୋତିଲେ; ରାଜା ଯାହା ଆଜ୍ଞା କଲେ, ଲୋକମାନେ ତାହାସବୁ କଲେ । ତହିଁ ଉତ୍ତାରେ ପରମେଶ୍ଵର ପ୍ରାର୍ଥନା ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେମାନେ ଶାଉଲଙ୍କର ଓ ତାଙ୍କର ପୁତ୍ର ଯୋନାଥନର ଅସ୍ଥି ବିନ୍ୟାମୀନ ଦେଶସ୍ଥ ସେଲାରେ ତାହାର ପିତା କୀ‌ଶ୍‌ର କବର ମଧ୍ୟରେ ପୋତିଲେ। ରାଜା ଯାହା ଆଜ୍ଞା କଲେ, ଲୋକମାନେ ତାହା ସବୁ କଲେ। ତହିଁପରେ ପରମେଶ୍ୱର ପ୍ରାର୍ଥନା ଶୁଣି ଦେଶପ୍ରତି ପ୍ରସନ୍ନ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେମାନେ ଶାଉଲଙ୍କର ଓ ତାଙ୍କ ପୁତ୍ର ଯୋନାଥନର ଅସ୍ଥି ବିନ୍ୟାମୀନ୍ ଦେଶସ୍ଥ ସେଲାରେ ତାହାର ପିତା କୀଶ୍‍ର କବର ମଧ୍ୟରେ ପୋତିଲେ; ରାଜା ଯାହା ଆଜ୍ଞା କଲେ, ଲୋକମାନେ ତାହାସବୁ କଲେ। ତହିଁ ଉତ୍ତାରେ ପରମେଶ୍ୱର ପ୍ରାର୍ଥନା ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ।
Odia IRV 2017 (ଓଡିଆ ବାଇବେଲ)