2 Samuel 21:15 — Compare Translations

5 translations compared side by side

Odia - 1840
"ଏହାପରେ ପଲେଷ୍ଟୀୟମାନଙ୍କର ଇଶ୍ରାୟେଲ ସହିତ ପକ୍ସ୍ଟନର୍ବାର ୟକ୍ସ୍ଟଦ୍ଧ ହେଲା। ଦାଉଦ ଓ ତାଙ୍କ ସହିତ ତାଙ୍କର ଲୋକମାନେ ୟାଇ ପଲେଷ୍ଟୀୟମାନଙ୍କ ସହିତ ୟକ୍ସ୍ଟଦ୍ଧ କଲେ, କିନ୍ତୁ ଦାଉଦ ଦୁର୍ବଳ ଓ କ୍ଲାନ୍ତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ପଲେଷ୍ଟୀୟମାନଙ୍କର ଇସ୍ରାଏଲ ସହିତ ପୁନର୍ବାର ଯୁଦ୍ଧ ହେଲା; ପୁଣି ଦାଉଦ ଓ ତାଙ୍କ ସଙ୍ଗେ ତାଙ୍କର ଦାସମାନେ ଯାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କଲେ; ତହିଁରେ ଦାଉଦ କ୍ଳା; ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ଏହା ପରେ ପଲେଷ୍ଟୀୟମାନଙ୍କର ଇସ୍ରାଏଲ ସହିତ ପୁନର୍ବାର ଯୁଦ୍ଧ ହେଲା। ଦାଉଦ ଓ ତାଙ୍କ ସହିତ ତାଙ୍କର ଲୋକମାନେ ଯାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କଲେ, କିନ୍ତୁ ଦାଉଦ ଦୁର୍ବଳ ଓ କ୍ଳାନ୍ତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପଲେଷ୍ଟୀୟମାନଙ୍କର ଇସ୍ରାଏଲ ସହିତ ପୁନର୍ବାର ଯୁଦ୍ଧ ହେଲା; ପୁଣି ଦାଉଦ ଓ ତାଙ୍କ ସଙ୍ଗେ ତାଙ୍କର ସୈନ୍ୟମାନେ ଯାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କଲେ; ତହିଁରେ ଦାଉଦ କ୍ଳାନ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପଲେଷ୍ଟୀୟମାନଙ୍କର ଇସ୍ରାଏଲ ସହିତ ପୁନର୍ବାର ଯୁଦ୍ଧ ହେଲା; ପୁଣି ଦାଉଦ ଓ ତାଙ୍କ ସଙ୍ଗେ ତାଙ୍କର ସୈନ୍ୟମାନେ ଯାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କଲେ; ତହିଁରେ ଦାଉଦ କ୍ଳାନ୍ତ ହେଲେ।