2 Samuel 21:16 — Compare Translations

5 translations compared side by side

Odia - 1840
"ସେ ସମୟ ଇଶ୍ବୀବନୋବ୍ ନାମ ରେ ତିନିଶ ଶକେଲ ପରିମିତି ପିତ୍ତଳମଯ ବର୍ଚ୍ଛାଧାରୀ ଦୀର୍ଘକାଯ ବଂଶ ଜାତ ଜଣେ ନୂତନ ଖଡ୍ଗ ରେ ସସଜ୍ଜ ହାଇେ ଦାଉଦଙ୍କକ୍ସ୍ଟ ହତ୍ଯା କରିବାକୁ ଚେଷ୍ଟା କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ଇଶ୍ବୀ ବନୋବ୍ ନାମରେ ତିନି ଶହ (ଶେକଲ) ପରିମିତ ପିତ୍ତଳମୟ ବର୍ଚ୍ଛାଧାରୀ ଦୀର୍ଘକାୟ ବଂଶଜାତ ଜଣେ ନୂତନ ଖଡ଼୍‍ଗରେ ସସଜ୍ଜ ହୋଇ ଦାଉଦଙ୍କୁ ଆଘାତ କରିବାକୁ ମନସ୍ଥ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟ ଇ‌ଶ୍‌ବୀବନୋବ୍ ନାମରେ ତିନିଶ ଶେକଲ ପରିମିତି ପିତ୍ତଳମୟ ବର୍ଚ୍ଛାଧାରୀ ଦୀର୍ଘକାୟ ବଂଶ ଜାତ ଜଣେ ନୂତନ ‌‌ଖ‌ଡ଼୍‌ଗରେ ସସଜ୍ଜ ହୋଇ ଦାଉଦଙ୍କୁ ହତ୍ୟା କରିବାକୁ ଚେଷ୍ଟା କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ଇଶ୍‍ବୀ ବନୋବ୍‍ ନାମରେ ତିନି ଶହ ଶେକଲ ପରିମିତ ପିତ୍ତଳମୟ ବର୍ଚ୍ଛାଧାରୀ ଦୀର୍ଘକାୟ ବଂଶଜାତ ଜଣେ ନୂତନ ଖଡ୍ଗରେ ସସଜ୍ଜ ହୋଇ ଦାଉଦଙ୍କୁ ଆଘାତ କରିବାକୁ ମନସ୍ଥ କଲା।
Odia IRV 2017 (ଓଡିଆ ବାଇବେଲ)
ସେସମୟରେ ଇଶ୍‍ବୀ ବନୋବ୍‍ ନାମରେ ତିନି ଶହ ଶେକଲ ପରିମିତ ପିତ୍ତଳମୟ ବର୍ଚ୍ଛାଧାରୀ ଦୀର୍ଘକାୟ ବଂଶଜାତ ଜଣେ ନୂତନ ଖଡ୍ଗରେ ସସଜ୍ଜ ହୋଇ ଦାଉଦଙ୍କୁ ଆଘାତ କରିବାକୁ ମନସ୍ଥ କଲା।