2 Samuel 21:18 — Compare Translations

5 translations compared side by side

Odia - 1840
"ଏହାପରେ ପକ୍ସ୍ଟଣିଥରେ ଗୋବ ରେ ପଲେଷ୍ଟୀୟମାନଙ୍କ ସହିତ ୟକ୍ସ୍ଟଦ୍ଧ ହେଲା, ତହିଁରେ ହୂଶାତୀଯ ସଦ୍ଦଖଯ ଦୀର୍ଘ୍ଯକାଯ ବଂଶଜାତ ସଫକକ୍ସ୍ଟ ବଧ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ପୁନର୍ବାର ଗୋବ୍ରେ ପଲେଷ୍ଟୀୟ-ମାନଙ୍କ ସହିତ ଯୁଦ୍ଧ ହେଲା; ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ ବଂଶଜାତ ସଫକୁ ବଧ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ପୁଣି ଥରେ ଗୋବରେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ହେଲା, ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ ବଂଶଜାତ ସଫକୁ ବଧ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପୁନର୍ବାର ଗୋବ୍‍ରେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ହେଲା; ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ ବଂଶଜାତ ସଫକୁ ବଧ କଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପୁନର୍ବାର ଗୋବ୍‍ରେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ହେଲା; ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ ବଂଶଜାତ ସଫକୁ ବଧ କଲା।