2 Samuel 21:19 — Compare Translations
5 translations compared side by side
Odia - 1840
"ଏହାପରେ ପକ୍ସ୍ଟନର୍ବାର ପଲେଷ୍ଟୀୟମାନଙ୍କ ସହିତ ଗୋବ ରେ ୟକ୍ସ୍ଟଦ୍ଧ ହେଲା। ସେଥି ରେ ବୈଥ୍ଲହମେୀଯ ୟା ରେ-ଓରଗୀମର ପକ୍ସ୍ଟତ୍ର ଇଲ୍ହାନନ୍ ତନ୍ତି ନରାଜ ତକ୍ସ୍ଟଲ୍ଯ ବର୍ଚ୍ଛାଧାରୀ ଗାଥୀଯ ଗଲିଯାତକକ୍ସ୍ଟ ବଧ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ପୁନର୍ବାର ପଲେଷ୍ଟୀୟମାନଙ୍କ ସହିତ ଗୋବ୍ରେ ଯୁଦ୍ଧ ହେଲା; ତହିଁରେ ବେଥ୍ଲିହିମୀୟ ଯାରେଓରଗୀମର ପୁତ୍ର ଇଲ୍ହାନନ୍, ତନ୍ତୀ ନରାଜ ତୁଲ୍ୟ ବର୍ଚ୍ଛାଧାରୀ ଗାଥୀୟ ଗଲୀୟାତକୁ ବଧ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ପୁନର୍ବାର ପଲେଷ୍ଟୀୟମାନଙ୍କ ସହିତ ଗୋବରେ ଯୁଦ୍ଧ ହେଲା। ସେଥିରେ ବୈଥ୍ଲେହମୀୟ ଯାରେ-ଓରଗୀମର ପୁତ୍ର ଇଲ୍ହାନନ୍ ତନ୍ତି ନରାଜ ତୁଲ୍ୟ ବର୍ଚ୍ଛାଧାରୀ ଗାଥୀୟ ଗଲିୟାତକୁ ବଧ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ପୁନର୍ବାର ପଲେଷ୍ଟୀୟମାନଙ୍କ ସହିତ ଗୋବ୍ରେ ଯୁଦ୍ଧ ହେଲା; ତହିଁରେ ବେଥଲିହିମୀୟ ଯାରେ-ଓରଗୀମର ପୁତ୍ର ଇଲ୍ହାନନ୍, ତନ୍ତୀ ନରାଜ ତୁଲ୍ୟ ବର୍ଚ୍ଛାଧାରୀ ଗାଥୀୟ ଗଲୀୟାତକୁ ବଧ କଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ପୁନର୍ବାର ପଲେଷ୍ଟୀୟମାନଙ୍କ ସହିତ ଗୋବ୍ରେ ଯୁଦ୍ଧ ହେଲା; ତହିଁରେ ବେଥଲିହିମୀୟ ଯାରେ-ଓରଗୀମର ପୁତ୍ର ଇଲ୍ହାନନ୍, ତନ୍ତୀ ନରାଜ ତୁଲ୍ୟ ବର୍ଚ୍ଛାଧାରୀ ଗାଥୀୟ ଗଲୀୟାତକୁ ବଧ କଲା।