2 Samuel 21:2 — Compare Translations

5 translations compared side by side

Odia - 1840
"ଗିବିଯୋନୀଯମାନେ ଇଶ୍ରାୟେଲୀୟ ନ ଥିଲେ। ସମାନେେ ଇ ମାରେୀଯ ବଂଶଧର ଥିଲେ। ଇଶ୍ରାୟେଲୀୟମାନେ ପ୍ରତିଜ୍ଞା କରିଥିଲେ ସମାନେେ ଗିବିଯୋନୀଯମାନଙ୍କୁ ହତ୍ଯା କରିବେ ନାହିଁ। କିନ୍ତୁ ଶାଉଲ ସମାନଙ୍କେୁ ହତ୍ଯା କରିବାକୁ ଚେଷ୍ଟା କରିଥିଲେ। କାରଣ ତାଙ୍କର ଇଶ୍ରାୟେଲୀୟମାନଙ୍କ ପ୍ରତି ଓ ୟିହକ୍ସ୍ଟଦାମାନଙ୍କ ପ୍ରତି ଉଦ୍ୟୋଗୀ ହାଇେ ସମାନଙ୍କେୁ ବଧ କରିବାକୁ ଚେଷ୍ଟା କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ରାଜା ଗିବୀୟୋନୀୟ ଲୋକମାନଙ୍କୁ ଡକାଇ ସେମାନଙ୍କ ସଙ୍ଗରେ କଥାବାର୍ତ୍ତା କଲେ; ଏହି ଗିବୀୟୋନୀୟ ଲୋକମାନେ ଇସ୍ରାଏଲ-ସନ୍ତାନ ନ ଥିଲେ, ମାତ୍ର ଇମୋରୀୟମାନଙ୍କର ଅବଶିଷ୍ଟାଂଶ ମଧ୍ୟରେ ଥିଲେ; ପୁଣି ଇସ୍ରାଏଲ-ସନ୍ତାନମାନେ ସେମାନଙ୍କ ନିକଟରେ ଶପଥ କରିଥିଲେ; ତଥାପି ଶାଉଲ ଇସ୍ରାଏଲ ଓ ଯିହୁଦା-ସନ୍ତାନଗଣ ପକ୍ଷରେ ଉଦ୍ଯୋଗୀ ହୋଇ ସେମାନଙ୍କୁ ବଧ କରିବାକୁ ଚେଷ୍ଟା କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଗିବିୟୋନୀୟମାନେ ଇସ୍ରାଏଲୀୟ ନ ଥିଲେ। ସେମାନେ ଇମୋରୀୟ ବଂଶଧର ଥିଲେ। ଇସ୍ରାଏଲୀୟମାନେ ପ୍ରତିଜ୍ଞା କରିଥିଲେ ସେମାନେ ଗିବିୟୋନୀୟମାନଙ୍କୁ ହତ୍ୟା କରିବେ ନାହିଁ। କିନ୍ତୁ ଶାଉଲ ସେମାନଙ୍କୁ ହତ୍ୟା କରିବାକୁ ଚେଷ୍ଟା କରିଥିଲେ। କାରଣ ତାଙ୍କର ଇସ୍ରାଏଲୀୟମାନଙ୍କ ପ୍ରତି ଓ ଯିହୁଦାମାନଙ୍କ ପ୍ରତି ଉ‌‌‌‌ଦ୍‌‌‌‌ଯୋଗୀ ହୋଇ ସେମାନଙ୍କୁ ବଧ କରିବାକୁ ଚେଷ୍ଟା କରିଥିଲେ। ରାଜା ଗିବିୟୋନୀୟମାନଙ୍କୁ ଡକାଇ କଥାବାର୍ତ୍ତା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ରାଜା ଗିବୀୟୋନୀୟ ଲୋକମାନଙ୍କୁ ଡକାଇ ସେମାନଙ୍କୁ କହିଲେ। (ଏହି ଗିବୀୟୋନୀୟ ଲୋକମାନେ ଇସ୍ରାଏଲ ସନ୍ତାନ ନ ଥିଲେ, ମାତ୍ର ଇମୋରୀୟମାନଙ୍କର ଅବଶିଷ୍ଟାଂଶ ମଧ୍ୟରେ ଥିଲେ; ପୁଣି ଇସ୍ରାଏଲ ସନ୍ତାନମାନେ ସେମାନଙ୍କୁ ବଧ ନ କରିବା ପାଇଁ ଶପଥ କରିଥିଲେ; ତଥାପି ଶାଉଲ ଇସ୍ରାଏଲ ଓ ଯିହୁଦା-ସନ୍ତାନଗଣ ପକ୍ଷରେ ଉଦ୍‍ଯୋଗୀ ହୋଇ ସେମାନଙ୍କୁ ବଧ କରିବାକୁ ଚେଷ୍ଟା କରିଥିଲେ।)
Odia IRV 2017 (ଓଡିଆ ବାଇବେଲ)