2 Samuel 21:20 — Compare Translations

5 translations compared side by side

Odia - 1840
"ଏହାପରେ ପକ୍ସ୍ଟଣି ଥରେ ଗାଥରେ ୟକ୍ସ୍ଟଦ୍ଧ ହେଲା, ସଠାେରେ ଅତି ଦୀର୍ଘକାଯ ପକ୍ସ୍ଟଣି ପ୍ରତି ହସ୍ତ ପାଦ ରେ ଛଅ ଛଅ ଅଙ୍ଗକ୍ସ୍ଟଳି, ସର୍ବସକ୍ସ୍ଟଦ୍ଧା ଚବିଶ ଅଙ୍ଗକ୍ସ୍ଟଳି ବିଶିଷ୍ଟ ଏକ ଜଣ ଥିଲା। ସେ ମଧ୍ଯ ଦୀର୍ଘକାଯ ବଂଶଜାତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହାପରେ ପୁନର୍ବାର ଗାଥ୍ରେ ଯୁଦ୍ଧ ହେଲା; ସେଠାରେ ଅତି ଦୀର୍ଘକାୟ, ପୁଣି ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ ବଂଶଜାତ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ପୁଣି ଥରେ ଗାଥ୍‌ରେ ଯୁଦ୍ଧ ହେଲା, ସେଠାରେ ଅତି ଦୀର୍ଘକାୟ ପୁଣି ପ୍ରତି ହସ୍ତ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳି ବିଶିଷ୍ଟ ଏକ ଜଣ ଥିଲା। ସେ ମଧ୍ୟ ଦୀର୍ଘକାୟ ବଂଶଜାତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହାପରେ ପୁନର୍ବାର ଗାଥ୍‍ରେ ଯୁଦ୍ଧ ହେଲା; ସେଠାରେ ଅତି ଦୀର୍ଘକାୟ, ପୁଣି ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ ବଂଶଜାତ।
Odia IRV 2017 (ଓଡିଆ ବାଇବେଲ)
ଏହାପରେ ପୁନର୍ବାର ଗାଥ୍‍ରେ ଯୁଦ୍ଧ ହେଲା; ସେଠାରେ ଅତି ଦୀର୍ଘକାୟ, ପୁଣି ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ ବଂଶଜାତ।