2 Samuel 21:22 — Compare Translations

5 translations compared side by side

Odia - 1840
"ଏହି ଗ୍ଭରିଜଣ ଗାଥରେ ଦୀର୍ଘକାଯ ବଂଶ ରେ ଜନ୍ମି ଥିଲେ, ଏବଂ ସମାନେେ ଦାଉଦଙ୍କ ହସ୍ତ ରେ ଓ ତାଙ୍କର ଲୋକମାନଙ୍କ ହସ୍ତ ରେ ହତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଚାରି ଜଣ ଗାଥ୍ରେ ଦୀର୍ଘକାୟ ବଂଶରେ ଜନ୍ମିଥିଲେ; ଏମାନେ ଦାଉଦଙ୍କ ହସ୍ତରେ ଓ ତାଙ୍କର ଦାସମାନଙ୍କ ହସ୍ତରେ ମାରା ପଡ଼ିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଗ୍ଭରିଜଣ ଗାଥ୍‌ରେ ଦୀର୍ଘକାୟ ବଂଶରେ ଜନ୍ମି ଥିଲେ, ଏବଂ ସେମାନେ ଦାଉଦଙ୍କ ହସ୍ତରେ ଓ ତାଙ୍କର ଲୋକମାନଙ୍କ ହସ୍ତରେ ହତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଚାରି ଜଣ ଗାଥ୍‍ରେ ଦୀର୍ଘକାୟ ବଂଶରେ ଜନ୍ମିଥିଲେ; ଏମାନେ ଦାଉଦଙ୍କ ଓ ତାଙ୍କ ଦାସମାନଙ୍କ ହସ୍ତ ଦ୍ୱାରା ବଧ ହୋଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ଚାରି ଜଣ ଗାଥ୍‍ରେ ଦୀର୍ଘକାୟ ବଂଶରେ ଜନ୍ମିଥିଲେ; ଏମାନେ ଦାଉଦଙ୍କ ଓ ତାଙ୍କ ଦାସମାନଙ୍କ ହସ୍ତ ଦ୍ୱାରା ବଧ ହୋଇଥିଲେ।