2 Samuel 21:3 — Compare Translations
5 translations compared side by side
Odia - 1840
"ଦାଉଦ ଗିବିଯୋନୀଯମାନଙ୍କୁ କହିଲେ, ମୁ ଇଶ୍ରାୟେଲର ପାପ ଦୂର କରିବା ପାଇଁ କ'ଣ କରିପାରିବି, ଯାହା ଫଳ ରେ ତୁମ୍ଭେ ଇଶ୍ରାୟେଲର ଲୋକମାନଙ୍କୁ ଆଶୀର୍ବାଦ କରି ପାରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଦାଉଦ ଏହି ଗିବୀୟୋନୀୟମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି? ଓ ତୁମ୍ଭେମାନେ ଯେପରି ସଦାପ୍ରଭୁଙ୍କ ଅଧିକାରକୁ ଆଶୀର୍ବାଦ କରିବ, ଏଥିପାଇଁ ମୁଁ କଅଣ ଦେଇ ପ୍ରାୟଶ୍ଚିତ୍ତ କରିବି?
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଗିବିୟୋନୀୟମାନଙ୍କୁ କହିଲେ, “ମୁଁ ଇସ୍ରାଏଲର ପାପ ଦୂର କରିବା ପାଇଁ କ’ଣ କରି ପାରିବି, ଯାହା ଫଳରେ ତୁମ୍ଭେ ଇସ୍ରାଏଲର ଲୋକମାନଙ୍କୁ ଆଶୀର୍ବାଦ କରି ପାରିବ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଦାଉଦ ଏହି ଗିବୀୟୋନୀୟମାନଙ୍କୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି? ଓ ତୁମ୍ଭେମାନେ ଯେପରି ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ଦୟା ଓ ପ୍ରତିଜ୍ଞା ପ୍ରାପ୍ତ ଲୋକମାନଙ୍କୁ ଆଶୀର୍ବାଦ କରିବ, ଏଥିପାଇଁ ମୁଁ କଅଣ ଦେଇ ପ୍ରାୟଶ୍ଚିତ୍ତ କରିବି?”
Odia IRV 2017 (ଓଡିଆ ବାଇବେଲ)