2 Samuel 21:4 — Compare Translations

5 translations compared side by side

Odia - 1840
"ତହିଁରେ ଗିବିଯୋନୀଯମାନେ ରାଜାଙ୍କକ୍ସ୍ଟ କହିଲେ, ଆମ୍ଭମାନଙ୍କୁ କ୍ଷତି ପୂରଣ ଦବୋ ପାଇଁ କିମ୍ବା ତାଙ୍କ ବଂଶ ରେ ୟଥେଷ୍ଟ ସକ୍ସ୍ଟନା କି ରୂପା ନାହିଁ। କିନ୍ତୁ ଇଶ୍ରାୟେଲ ରେ କାହାକକ୍ସ୍ଟ ହତ୍ଯା କରିବାର ଅଧିକାର ଆମ୍ଭମାନଙ୍କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଗିବୀୟୋନୀୟମାନେ ତାଙ୍କୁ କହିଲେ, ଆମ୍ଭମାନଙ୍କର ପୁଣି ଶାଉଲ କିଅବା ତାହା ବଂଶର ମଧ୍ୟରେ ରୂପା କି ସୁନା ସମ୍ଵନ୍ଧୀୟ କିଛି କଥା ନାହିଁ; କିଅବା ଇସ୍ରାଏଲ ମଧ୍ୟରେ କୌଣସି ମନୁଷ୍ୟର ପ୍ରାଣଦଣ୍ତ କରିବା ଆମ୍ଭମାନଙ୍କର ଉଚିତ ନୁହେଁ । ତହୁଁ ସେ କହିଲେ, ତୁମ୍ଭେମାନେ ଯାହା କହିବ, ମୁଁ ତୁମ୍ଭମାନଙ୍କ ପାଇଁ ତାହା କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ଗିବିୟୋନୀୟମାନେ ରାଜାଙ୍କୁ କହିଲେ, “ଆମ୍ଭମାନଙ୍କୁ କ୍ଷତି ପୂରଣ ଦେବା ପାଇଁ କିମ୍ବା ତାଙ୍କ ବଂଶରେ ଯଥେଷ୍ଟ ସୁନା କି ରୂପା ନାହିଁ। କିନ୍ତୁ ଇସ୍ରାଏଲରେ କାହାକୁ ହତ୍ୟା କରିବାର ଅଧିକାର ଆମ୍ଭମାନଙ୍କର ନାହିଁ।” ତା’ପରେ ସେ କହିଲେ, “ତୁମ୍ଭେମାନେ ଯାହା ଗ୍ଭହିଁବ ମୁଁ ତୁମ୍ଭମାନଙ୍କ ପାଇଁ ତାହା କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଗିବୀୟୋନୀୟମାନେ ତାଙ୍କୁ କହିଲେ, “ଆମ୍ଭମାନଙ୍କର ପୁଣି ଶାଉଲ କିଅବା ତାହା ବଂଶର ମଧ୍ୟରେ ରୂପା କି ସୁନା ସମ୍ବନ୍ଧୀୟ କିଛି କଥା ନାହିଁ; କିଅବା ଇସ୍ରାଏଲ ମଧ୍ୟରେ କୌଣସି ମନୁଷ୍ୟର ପ୍ରାଣଦଣ୍ଡ କରିବା ଆମ୍ଭମାନଙ୍କର ଉଚିତ ନୁହେଁ।” ତହୁଁ ଦାଉଦ କହିଲେ, “ତୁମ୍ଭେମାନେ ଯାହା କହିବ, ମୁଁ ତୁମ୍ଭମାନଙ୍କ ପାଇଁ ତାହା କରିବି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଗିବୀୟୋନୀୟମାନେ ତାଙ୍କୁ କହିଲେ, “ଆମ୍ଭମାନଙ୍କର ପୁଣି ଶାଉଲ କିଅବା ତାହା ବଂଶର ମଧ୍ୟରେ ରୂପା କି ସୁନା ସମ୍ବନ୍ଧୀୟ କିଛି କଥା ନାହିଁ; କିଅବା ଇସ୍ରାଏଲ ମଧ୍ୟରେ କୌଣସି ମନୁଷ୍ୟର ପ୍ରାଣଦଣ୍ଡ କରିବା ଆମ୍ଭମାନଙ୍କର ଉଚିତ୍ ନୁହେଁ।” ତହୁଁ ଦାଉଦ କହିଲେ, “ତୁମ୍ଭେମାନେ ଯାହା କହିବ, ମୁଁ ତୁମ୍ଭମାନଙ୍କ ପାଇଁ ତାହା କରିବି।”