2 Samuel 21:5 — Compare Translations
5 translations compared side by side
Odia - 1840
"ତହିଁରେ ସମାନେେ ରାଜାଙ୍କକ୍ସ୍ଟ କହିଲେ, ଯେଉଁ ଲୋକ ଆମ୍ଭମାନଙ୍କୁ ସଂହାର କରିଅଛି, ଆମ୍ଭମାନଙ୍କ ବିରକ୍ସ୍ଟଦ୍ଧ ରେ ଯୋଜନା କରିଅଛି ଯେ, ଆମ୍ଭେ ଯେପରି ନରହକ୍ସ୍ଟ ଓ ସଠାେରକ୍ସ୍ଟ ବିତାଡିତ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ରାଜାଙ୍କୁ କହିଲେ, ଯେଉଁ ଲୋକ ଆମ୍ଭମାନଙ୍କୁ ସଂହାର କରିଅଛି ଓ ଆମ୍ଭେମାନେ ଯେପରି ବିନଷ୍ଟ ହୋଇ ଇସ୍ରାଏଲର କୌଣସି ସୀମାରେ ରହି ନ ପାରିବୁ, ଏଥିପାଇଁ କୁମନ୍ତ୍ରଣା କରିଅଛି,
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ସେମାନେ ରାଜାଙ୍କୁ କହିଲେ, “ଯେଉଁ ଲୋକ ଆମ୍ଭମାନଙ୍କୁ ସଂହାର କରିଅଛି, ଆମ୍ଭମାନଙ୍କ ବିରୁଦ୍ଧରେ ଯୋଜନା କରିଅଛି ଯେ, ଆମ୍ଭେ ଯେପରି ନ ରହୁ ଓ ସେଠାରୁ ବିତାଡ଼ିତ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ରାଜାଙ୍କୁ କହିଲେ, “ଯେଉଁ ଲୋକ ଆମ୍ଭମାନଙ୍କୁ ସଂହାର କରିଅଛି ଓ ଆମ୍ଭେମାନେ ଯେପରି ବିନଷ୍ଟ ହୋଇ ଇସ୍ରାଏଲର କୌଣସି ସୀମାରେ ରହି ନ ପାରିବୁ, ଏଥିପାଇଁ କୁମନ୍ତ୍ରଣା କରିଅଛି,
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ରାଜାଙ୍କୁ କହିଲେ, “ଯେଉଁ ଲୋକ ଆମ୍ଭମାନଙ୍କୁ ସଂହାର କରିଅଛି ଓ ଆମ୍ଭେମାନେ ଯେପରି ବିନଷ୍ଟ ହୋଇ ଇସ୍ରାଏଲର କୌଣସି ସୀମାରେ ରହି ନ ପାରିବୁ, ଏଥିପାଇଁ କୁମନ୍ତ୍ରଣା କରିଅଛି,