2 Samuel 21:6 — Compare Translations
5 translations compared side by side
Odia - 1840
"ତାହାରି ସନ୍ତାନମାନଙ୍କ ମଧ୍ଯରକ୍ସ୍ଟ ସାତଜଣ ପୁରୁଷ ଆମ୍ଭମାନଙ୍କ ହସ୍ତ ରେ ସମର୍ପିତ ହକ୍ସ୍ଟଅନ୍ତକ୍ସ୍ଟ। ତହିଁରେ ଆମ୍ଭମାନେେ ସଦାପ୍ରଭୁଙ୍କ ମନୋନୀତ ଶାଉଲର ଗିବିଯୋନ ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସମାନଙ୍କେୁ ଟଙ୍ଗାଇ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାରି ସନ୍ତାନମାନଙ୍କ ମଧ୍ୟରୁ ସାତ ଜଣ ପୁରୁଷ ଆମ୍ଭମାନଙ୍କ ହସ୍ତରେ ସମର୍ପିତ ହେଉନ୍ତୁ, ତହିଁରେ ଆମ୍ଭେମାନେ ସଦାପ୍ରଭୁଙ୍କ ମନୋନୀତ ଶାଉଲର ଗିବୀୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କୁ ଟଙ୍ଗାଇ ଦେବା । ଏଥିରେ ରାଜା କହିଲେ, ମୁଁ ସେମାନଙ୍କୁ ସମର୍ପି ଦେବି ।
Odia Bible ERV 2004 (ପବିତ୍ର ବାଇବଲ)
ତାହାରି ସନ୍ତାନମାନଙ୍କ ମଧ୍ୟରୁ ସାତ ଜଣ ପୁରୁଷ ଆମ୍ଭମାନଙ୍କ ହସ୍ତରେ ସମର୍ପିତ ହୁଅନ୍ତୁ। ତହିଁରେ ଆମ୍ଭେମାନେ ସଦାପ୍ରଭୁଙ୍କ ମନୋନୀତ ଶାଉଲଙ୍କର ଗିବିୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କୁ ଟଙ୍ଗାଇ ଦେବା।” ଏଥିରେ ରାଜା କହିଲେ, “ମୁଁ ସେମାନଙ୍କୁ ସମର୍ପି ଦେବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାରି ସନ୍ତାନମାନଙ୍କ ମଧ୍ୟରୁ ସାତ ଜଣ ପୁରୁଷ ଆମ୍ଭମାନଙ୍କ ହସ୍ତରେ ସମର୍ପିତ ହେଉନ୍ତୁ, ତହିଁରେ ଆମ୍ଭେମାନେ ସଦାପ୍ରଭୁଙ୍କ ମନୋନୀତ ଶାଉଲର ଗିବୀୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କୁ ଟଙ୍ଗାଇ ଦେବା।” ଏଥିରେ ରାଜା କହିଲେ, “ମୁଁ ସେମାନଙ୍କୁ ସମର୍ପି ଦେବି।”
Odia IRV 2017 (ଓଡିଆ ବାଇବେଲ)