2 Samuel 21:7 — Compare Translations
5 translations compared side by side
Odia - 1840
"ମାତ୍ର ଶାଉଲଙ୍କର ପୌତ୍ର, ଯୋନାଥନର ପକ୍ସ୍ଟତ୍ର ମଫୀବୋଶତକକ୍ସ୍ଟ ରାଜା ରକ୍ଷା କଲେ। ଯେ ହତେକ୍ସ୍ଟ ସମାନଙ୍କେ ମଧିଅରେ ଅର୍ଥାତ୍ ଦାଉଦ ଓ ଶାଉଲଙ୍କର ପକ୍ସ୍ଟତ୍ର ଯୋନାଥନ ମଧିଅରେ ସଦାପ୍ରଭୁଙ୍କ ଶପଥ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍କୁ ରାଜା ରକ୍ଷା କଲେ, ଯେହେତୁ ସେମାନଙ୍କ ମଧ୍ୟରେ, ଅର୍ଥାତ୍, ଦାଉଦ ଓ ଶାଉଲଙ୍କର ପୁତ୍ର ଯୋନାଥନ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତକୁ ରାଜା ରକ୍ଷା କଲେ। ଯେହେତୁ ସେମାନଙ୍କ ମଧ୍ୟରେ ଅର୍ଥାତ୍ ଦାଉଦ ଓ ଶାଉଲଙ୍କର ପୁତ୍ର ଯୋନାଥନ ମଧ୍ୟରେ ସଦାପ୍ରଭୁଙ୍କ ଶପଥ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍ଙ୍କୁ ରାଜା ରକ୍ଷା କଲେ, ଯେହେତୁ ସେମାନଙ୍କ ମଧ୍ୟରେ, ଅର୍ଥାତ୍, ଦାଉଦ ଓ ଶାଉଲଙ୍କର ପୁତ୍ର ଯୋନାଥନ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ଥିଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍ଙ୍କୁ ରାଜା ରକ୍ଷା କଲେ, ଯେହେତୁ ସେମାନଙ୍କ ମଧ୍ୟରେ, ଅର୍ଥାତ୍, ଦାଉଦ ଓ ଶାଉଲଙ୍କର ପୁତ୍ର ଯୋନାଥନ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ଥିଲା।