2 Samuel 21:8 — Compare Translations

5 translations compared side by side

Odia - 1840
"କିନ୍ତୁ ସେ ସମାନଙ୍କେୁ ଶାଉଲର ଦକ୍ସ୍ଟଇ ପକ୍ସ୍ଟତ୍ର ଅମୌଣି ଓ ମଫୀବୋଶତ୍କକ୍ସ୍ଟ ଦେଲେ, ଯାହାର ମାତା ଅଯାର କନ୍ଯା ରିପ୍ସା ଥିଲେ। ସେ ମଧ୍ଯ ସମାନଙ୍କେୁ ମରୋବଙ୍କର ପାଞ୍ଚପକ୍ସ୍ଟତ୍ର ଦେଲେ। ମରୋବ ଦାଉଦଙ୍କର କନ୍ଯା ୟିଏକି ମହୋଲ୍ଲାର ବର୍ସିଲ୍ଲଯର ପକ୍ସ୍ଟତ୍ର ଅଦ୍ରୀଯଲକେକ୍ସ୍ଟ ବିବାହ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଅୟାର କନ୍ୟା ରିସ୍ପା ଅମୌଣି ଓ ମଫୀବୋଶତ୍ ନାମରେ ଶାଉଲଙ୍କର ଯେଉଁ ଦୁଇ ପୁତ୍ର ପ୍ରସବ କରିଥିଲା, ପୁଣି ଶାଉଲଙ୍କର କନ୍ୟା ମୀଖଲ ମହୋଲାତୀୟ ବର୍ସିଲ୍ଲୟର ପୁତ୍ର ଅଦ୍ରୀୟେଲର ଯେଉଁ ପାଞ୍ଚ ପୁତ୍ର ପ୍ରସବ କରିଥିଲା, ସେମାନଙ୍କୁ ରାଜା ନେଇ
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେ ସେମାନଙ୍କୁ ଶାଉଲର ଦୁଇ ପୁତ୍ର ଅମୌଣି ଓ ମଫୀବୋଶ‌‌ତ୍‌‌କୁ ଦେଲେ, ଯାହାର ମାତା ଅୟାର କନ୍ୟା ରି‌ସ୍‌ପା ଥିଲେ। ସେ ମଧ୍ୟ ସେମାନଙ୍କୁ ମେରାବଙ୍କର ପାଞ୍ଚପୁତ୍ର ଦେଲେ। ମେରାବ ଦାଉଦଙ୍କର କନ୍ୟା ଯିଏ କି ମହୋଲ୍ଲାର ବର୍ସିଲ୍ଲୟର ପୁତ୍ର ଅଦ୍ରୀୟେଲକୁ ବିବାହ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଅୟାର କନ୍ୟା, ରିସ୍ପା ଅମୌଣି ଓ ମଫୀବୋଶତ୍‍ ନାମରେ ଶାଉଲଙ୍କର ଯେଉଁ ଦୁଇ ପୁତ୍ର ପ୍ରସବ କରିଥିଲା, ପୁଣି ଶାଉଲଙ୍କର କନ୍ୟା ମୀଖଲ ମହୋଲାତୀୟ ବର୍ସିଲ୍ଲୟର ପୁତ୍ର ଅଦ୍ରୀୟେଲର ଯେଉଁ ପାଞ୍ଚ ପୁତ୍ର ପ୍ରସବ କରିଥିଲା, ସେମାନଙ୍କୁ ରାଜା ନେଇ
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଅୟାର କନ୍ୟା, ରିସ୍‍ପା ଅମୌଣି ଓ ମଫୀବୋଶତ୍‍ ନାମରେ ଶାଉଲଙ୍କର ଯେଉଁ ଦୁଇ ପୁତ୍ର ପ୍ରସବ କରିଥିଲା, ପୁଣି ଶାଉଲଙ୍କର କନ୍ୟା ମୀଖଲ ମହୋଲାତୀୟ ବର୍ସିଲ୍ଲୟର ପୁତ୍ର ଅଦ୍ରୀୟେଲର ଯେଉଁ ପାଞ୍ଚ ପୁତ୍ର ପ୍ରସବ କରିଥିଲା, ସେମାନଙ୍କୁ ରାଜା ନେଇ