2 Samuel 21:9 — Compare Translations
5 translations compared side by side
Odia - 1840
"ସମାନଙ୍କେୁ ରାଜା ଗିବିଯୋନୀଯମାନଙ୍କ ହସ୍ତ ରେ ସମର୍ପଣ କଲେ। ତହକ୍ସ୍ଟଁ ସମାନେେ ପର୍ବତ ରେ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ସମାନଙ୍କେୁ ଟାଙ୍ଗି ଦେଲେ, ପକ୍ସ୍ଟଣି ସେ ସାତଜଣ ୟାକ ଏକା ବେଳେ ମରା ପଡିଲେ। ସମାନେେ ପ୍ରଥମ ଶସ୍ଯଛଦନେ ସମୟରେ ଅର୍ଥାତ୍ ୟବ ଛଦନରେ ଆରମ୍ଭ ସମୟରେ ହତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗିବୀୟୋନୀୟମାନଙ୍କ ହସ୍ତରେ ସମର୍ପଣ କଲେ, ତହୁଁ ସେମାନେ ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କୁ ଟାଙ୍ଗିଦେଲେ, ପୁଣି ସେ ସାତ ଜଣଯାକ ଏକାବେଳେ ମାରା ପଡ଼ିଲେ; ସେମାନେ ପ୍ରଥମ ଶସ୍ୟଚ୍ଛେଦନ ସମୟରେ, ଅର୍ଥାତ୍, ଯବଚ୍ଛେଦନର ଆରମ୍ଭ ସମୟରେ ହତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କୁ ରାଜା ଗିବିୟୋନୀୟମାନଙ୍କ ହସ୍ତରେ ସମର୍ପଣ କଲେ। ତହୁଁ ସେମାନେ ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କୁ ଟାଙ୍ଗି ଦେଲେ, ପୁଣି ସେ ସାତ ଜଣ ଯାକ ଏକା ବେଳେ ମାରା ପଡ଼ିଲେ। ସେମାନେ ପ୍ରଥମ ଶସ୍ୟଛେଦନ ସମୟରେ ଅର୍ଥାତ୍ ଯବ ଛେଦନର ଆରମ୍ଭ ସମୟରେ ହତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗିବୀୟୋନୀୟମାନଙ୍କ ହସ୍ତରେ ସମର୍ପଣ କଲେ, ତହୁଁ ସେମାନେ ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କୁ ଟାଙ୍ଗି ଦେଲେ, ପୁଣି ସେ ସାତ ଜଣଯାକ ଏକାବେଳେ ମଲେ; ସେମାନେ ପ୍ରଥମ ଶସ୍ୟଚ୍ଛେଦନ ସମୟରେ, ଅର୍ଥାତ୍, ଯବଚ୍ଛେଦନର ଆରମ୍ଭ ସମୟରେ ହତ ହେଲେ।
Odia IRV 2017 (ଓଡିଆ ବାଇବେଲ)