2 Samuel 22:1 — Compare Translations
5 translations compared side by side
Odia - 1840
"ଯେଉଁ ସମୟରେ ସଦାପ୍ରଭୁ ୟାବତୀଯ ଶତୃ ହସ୍ତରକ୍ସ୍ଟ ଓ ଶାଉଲଙ୍କର ହସ୍ତରକ୍ସ୍ଟ ଦାଉଦଙ୍କକ୍ସ୍ଟ ଉଦ୍ଧାର କଲେ। ସେ ସମୟରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଏହି ଗୀତ ନିବଦନେ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ସମୟରେ ସଦାପ୍ରଭୁ ସମସ୍ତ ଶତ୍ରୁ ହସ୍ତରୁ ଓ ଶାଉଲଙ୍କର ହସ୍ତରୁ ଦାଉଦଙ୍କୁ ଉଦ୍ଧାର କଲେ, ସେସମୟରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତର କଥା ନିବେଦନ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ନିକଟରେ ଦାଉଦଙ୍କର ପ୍ରଶଂସାର ଗୀତ ଯେଉଁ ସମୟରେ ସଦାପ୍ରଭୁ ଯାବତୀୟ ଶତ୍ରୁ ହସ୍ତରୁ ଓ ଶାଉଲଙ୍କର ହସ୍ତରୁ ଦାଉଦଙ୍କୁ ଉଦ୍ଧାର କଲେ। ସେ ସମୟରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ନିବେଦନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ସମୟରେ ସଦାପ୍ରଭୁ ସମସ୍ତ ଶତ୍ରୁ ହସ୍ତରୁ ଓ ଶାଉଲଙ୍କର ହସ୍ତରୁ ଦାଉଦଙ୍କୁ ଉଦ୍ଧାର କଲେ, ସେହି ସମୟରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ;
Odia IRV 2017 (ଓଡିଆ ବାଇବେଲ)
ଯେଉଁ ସମୟରେ ସଦାପ୍ରଭୁ ସମସ୍ତ ଶତ୍ରୁ ହସ୍ତରୁ ଓ ଶାଉଲଙ୍କର ହସ୍ତରୁ ଦାଉଦଙ୍କୁ ଉଦ୍ଧାର କଲେ, ସେହି ସମୟରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ;