2 Samuel 22:10 — Compare Translations
5 translations compared side by side
Odia - 1840
"0ସଦାପ୍ରଭୁ ଆକାଶର ବକ୍ଷ ଚିରି ତଳକକ୍ସ୍ଟ ଓହ୍ଲାଇ ଆସିଲେ। ସେ ଘନ ଅନ୍ଧକାର ତାଙ୍କ ପାଦତଳେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମଧ୍ୟ ଆକାଶମଣ୍ତଳକୁ ନତ କରି ଓହ୍ଲାଇ ଆସିଲେ ଓ ନିବିଡ଼ ଅନ୍ଧକାର ତାହାଙ୍କ ପାଦ ତଳେ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଆକାଶର ବକ୍ଷ ଚିରି ତଳକୁ ଓହ୍ଲାଇ ଆସିଲେ। ସେ ଘନ ଅନ୍ଧକାର ତାଙ୍କ ପାଦତଳେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ସେ ଆକାଶମଣ୍ଡଳକୁ ମେଲା କରି ଓହ୍ଲାଇ ଆସିଲେ ଓ ନିବିଡ଼ ଅନ୍ଧକାର ତାହାଙ୍କ ପାଦ ତଳେ ଥିଲା।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ସେ ଆକାଶମଣ୍ଡଳକୁ ମେଲା କରି ଓହ୍ଲାଇ ଆସିଲେ ଓ ନିବିଡ଼ ଅନ୍ଧକାର ତାହାଙ୍କ ପାଦ ତଳେ ଥିଲା।