2 Samuel 22:11 — Compare Translations

5 translations compared side by side

Odia - 1840
"ସେ ଉଡକ୍ସ୍ଟଥିଲେ, ସେ କିରକ୍ସ୍ଟବଦୂତଗଣ ଉପରେ ଆରୋହଣ କରି ଉଡ୍ଡିଯମାନ ହେଲେ। ସେ ବାଯକ୍ସ୍ଟର ପକ୍ଷ ଉପରେ ଦଖାଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ କିରୂବ ଉପରେ ଆରୋହଣ କରି ଉଡ୍ଡୀୟମାନ ହେଲେ; ହଁ, ସେ ବାୟୁର ପକ୍ଷ ଉପରେ ଦେଖାଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଉଡ଼ୁଥିଲେ, ସେ କିରୁବଦୂତଗଣ ଉପରେ ଆରୋହଣ କରି ଉ‌ଡ୍‌ଡୀୟମାନ ହେଲେ। ସେ ବାୟୁର ପକ୍ଷ ଉପରେ ଦେଖାଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ କିରୂବ ଉପରେ ଆରୋହଣ କରି ଉଡ୍ଡୀୟମାନ ହେଲେ; ହଁ, ସେ ବାୟୁର ପକ୍ଷ ଉପରେ ଦେଖାଗଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ କିରୂବ ଉପରେ ଆରୋହଣ କରି ଉଡ୍‍ଡୀୟମାନ ହେଲେ; ହଁ, ସେ ବାୟୁର ପକ୍ଷ ଉପରେ ଦେଖାଗଲେ।