2 Samuel 22:12 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କଳା, ଘନ ବାଦଲ ଖଣ୍ତ ଭିତ ରେ ଲକ୍ସ୍ଟଚି ଗଲେ, ସତେ ଯମେିତି ଏକ ତମ୍ବୁ ଭିତ ରେ ଲକ୍ସ୍ଟଚି ରହିଲେ। ସେ ଘନ ବିଜକ୍ସ୍ଟଳି ୟକ୍ସ୍ଟକ୍ତ ମେଘ ଭିତ ରେ ଲକ୍ସ୍ଟଚି ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଅନ୍ଧକାରକୁ, ଅର୍ଥାତ୍, ଜଳରାଶି ଓ ଆକାଶର ନିବିଡ଼ ମେଘକୁ ଆପଣା ଚତୁର୍ଦ୍ଦିଗସ୍ଥ କୁଟୀର ସ୍ଵରୂପ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କଳା, ଘନ ବାଦଲ ଖଣ୍ତ ଭିତରେ ଲୁଚି ଗଲେ, ସତେ ଯେମିତି ଏକ ତମ୍ବୁ ଭିତରେ ଲୁଚି ରହିଲେ। ସେ ଘନ ବିଜୁଳି ଯୁକ୍ତ ମେଘ ଭିତରେ ଲୁଚି ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଅନ୍ଧକାରକୁ, ଅର୍ଥାତ୍, ଜଳରାଶି ଓ ଆକାଶର ନିବିଡ଼ ମେଘକୁ ଆପଣା ଚତୁର୍ଦ୍ଦିଗସ୍ଥ କୁଟୀର ସ୍ୱରୂପ କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଅନ୍ଧକାରକୁ, ଅର୍ଥାତ୍, ଜଳରାଶି ଓ ଆକାଶର ନିବିଡ଼ ମେଘକୁ ଆପଣା ଚତୁର୍ଦ୍ଦିଗସ୍ଥ କୁଟୀର ସ୍ୱରୂପ କଲେ।