2 Samuel 22:13 — Compare Translations
5 translations compared side by side
Odia - 1840
"ତାଙ୍କର ଚତକ୍ସ୍ଟର୍ଦ୍ଦିଗର ଉଜ୍ଜଳ ଆଲୋକଗକ୍ସ୍ଟଡିକ ଜଳନ୍ତ ଅଗ୍ନିକଣା ସଦୃଶ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ଆଗ୍ନେୟ-ଅଙ୍ଗାର ପ୍ରଜ୍ଵଳିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କର ଚତୁର୍ଦ୍ଦିଗର ଉଜ୍ଜ୍ୱଳ ଆଲୋକଗୁଡ଼ିକ ଜ୍ୱଳନ୍ତ ଅଗ୍ନିକଣା ସଦୃଶ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ଆଗ୍ନେୟ-ଅଙ୍ଗାର ପତିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ଆଗ୍ନେୟ-ଅଙ୍ଗାର ପତିତ ହେଲା।