2 Samuel 22:14 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଆକାଶ ମଧ୍ଯରକ୍ସ୍ଟ ଗର୍ଜ୍ଜନ କଲେ। ସର୍ବୋପରିସ୍ଥ ସେ ଆପଣା ଶଦ୍ଦ ରେ ଚତକ୍ସ୍ଟର୍ଦ୍ଦିଗ ପ୍ରକଐିତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆକାଶରୁ ଗର୍ଜନ କଲେ ଓ ସର୍ବୋପରିସ୍ଥ ଯେ, ସେ ଆପଣା ରବ ଉଚ୍ଚାରଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଆକାଶ ମଧ୍ୟରୁ ଗର୍ଜନ କଲେ। ସେ ସର୍ବୋପରିସ୍ଥ ଆପଣା ଶବ୍ଦରେ ଚତୁର୍ଦ୍ଦିଗ ପ୍ରକମ୍ପିତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଆକାଶରୁ ଗର୍ଜ୍ଜନ କଲେ ଓ ସର୍ବୋପରିସ୍ଥ ଯେ, ସେ ଆପଣା ରବ ଉଚ୍ଚାରଣ କଲେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଆକାଶରୁ ଗର୍ଜ୍ଜନ କଲେ ଓ ସର୍ବୋପରିସ୍ଥ ଯେ, ସେ ଆପଣା ରବ ଉଚ୍ଚାରଣ କଲେ।