2 Samuel 22:15 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଆପଣ ବାଣ ପ୍ରଯୋଗ କଲେ। ସେ ଶତୃମାନଙ୍କୁ ଛିନ୍ଛତ୍ର କଲେ। ସଦାପ୍ରଭୁ ବିଜକ୍ସ୍ଟଳି ଦ୍ବାରା ସମାନଙ୍କେୁ ଉଦ୍ବିଗ୍ନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ବାଣ ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ବିଜୁଳି ଦ୍ଵାରା ସେମାନଙ୍କୁ ଉଦ୍ବିଗ୍ନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଆପଣା ବାଣ ପ୍ରୟୋଗ କଲେ। ସେ ଶତ୍ରୁମାନଙ୍କୁ ଛି‌ନ୍‌ଛତ୍ର କଲେ। ସଦାପ୍ରଭୁ ବିଜୁଳି ଦ୍ୱାରା ସେମାନଙ୍କୁ ଉ‌‌‌‌ଦ୍‌‌‌‌ବିଗ୍ନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ବାଣ ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ବିଜୁଳି ଦ୍ୱାରା ସେମାନଙ୍କୁ ବିଚ୍ଛିନ୍ନ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ବାଣ ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ବିଜୁଳି ଦ୍ୱାରା ସେମାନଙ୍କୁ ବିଚ୍ଛିନ୍ନ କଲେ।