2 Samuel 22:16 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କ ଗର୍ଜ୍ଜନ ରେ ତାଙ୍କ ନାସିକାର ପ୍ରଶ୍ବାସ ବାଯକ୍ସ୍ଟ ରେ ସମକ୍ସ୍ଟଦ୍ରର ଗର୍ତ୍ତ ପ୍ରକାଶ ପାଇଲା, ଭୂମଣ୍ତର ମୂଳ ସକଳ ଅନାବୃତ୍ତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସଦାପ୍ରଭୁଙ୍କ ତର୍ଜ୍ଜନରେ ଓ ତାହାଙ୍କ ନାସିକାର ପ୍ରଶ୍ଵାସ ବାୟୁରେ ସମୁଦ୍ରର ଗର୍ଭ ପ୍ରକାଶ ପାଇଲା ଓ ଭୂମଣ୍ତଳର ମୂଳସକଳ ଅନାବୃତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ଗର୍ଜନରେ ତାଙ୍କ ନାସିକାର ପ୍ରଶ୍ୱାସ ବାୟୁରେ ସମୁଦ୍ରର ଗର୍ତ୍ତ ପ୍ରକାଶ ପାଇଲା, ଭୂମଣ୍ତର ମୂଳ ସକଳ ଅନାବୃତ୍ତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସଦାପ୍ରଭୁଙ୍କ ତର୍ଜ୍ଜନରେ ଓ ତାହାଙ୍କ ନାସିକାର ପ୍ରଶ୍ୱାସ ବାୟୁରେ ସମୁଦ୍ରର ଗର୍ଭ ପ୍ରକାଶ ପାଇଲା ଓ ଭୂମଣ୍ଡଳର ମୂଳସକଳ ଦେଖାଗଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସଦାପ୍ରଭୁଙ୍କ ତର୍ଜ୍ଜନରେ ଓ ତାହାଙ୍କ ନାସିକାର ପ୍ରଶ୍ୱାସ ବାୟୁରେ ସମୁଦ୍ରର ଗର୍ଭ ପ୍ରକାଶ ପାଇଲା ଓ ଭୂମଣ୍ଡଳର ମୂଳସକଳ ଦେଖାଗଲା।