2 Samuel 22:18 — Compare Translations
5 translations compared side by side
Odia - 1840
"ମାରେ ଶତୃମାନେ ମାଠାେରକ୍ସ୍ଟ ଶକ୍ତିଶାଳୀ ଥିଲେ। ସମାନେେ ମାେତେ ଘୃଣା କରୁଥିଲେ। ମାରେ ଶତୃମାନେ ମାେ ପ୍ରତି ଅଧିକ ଶକ୍ତିଶାଳୀ ଥିଲେ। ତେଣୁ ପରମେଶ୍ବର ମାେତେ ରକ୍ଷା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀ-ମାନଙ୍କଠାରୁ ମୋତେ ରକ୍ଷା କଲେ; କାରଣ ସେମାନେ ମୋର ପ୍ରତି ଅତି ବଳବାନ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଶତ୍ରୁମାନେ ମୋ’ଠାରୁ ଶକ୍ତିଶାଳୀ ଥିଲେ, ସେମାନେ ମୋତେ ଘୃଣା କରୁଥିଲେ। ମୋର ଶତ୍ରୁମାନେ ମୋ’ ପ୍ରତି ଅଧିକ ଶକ୍ତିଶାଳୀ ଥିଲେ। ତେଣୁ ପରମେଶ୍ୱର ମୋତେ ରକ୍ଷା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀମାନଙ୍କଠାରୁ ମୋତେ ରକ୍ଷା କଲେ; କାରଣ ସେମାନେ ମୋʼ ଠାରୁ ଅତି ବଳବାନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀମାନଙ୍କଠାରୁ ମୋତେ ରକ୍ଷା କଲେ; କାରଣ ସେମାନେ ମୋ’ଠାରୁ ଅତି ବଳବାନ ଥିଲେ।