2 Samuel 22:2 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାରେ ଶୈଳ ଏବଂ ମାରେ ଦକ୍ସ୍ଟର୍ଗ, ମାରେ ନିରାପଦସ୍ଥାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କହିଲେ, ସଦାପ୍ରଭୁ ମୋହର ଶୈଳ ଓ ମୋହର ଗଡ଼ର⇧ ଓ ମୋହର ରକ୍ଷାକର୍ତ୍ତା,
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋର ଶୈଳ ଏବଂ ମୋର ଦୁର୍ଗ, ମୋର ନିରାପଦସ୍ଥାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କହିଲେ, “ସଦାପ୍ରଭୁ ମୋହର ଶୈଳ ଓ ମୋହର ଗଡ଼ ଓ ମୋହର ରକ୍ଷାକର୍ତ୍ତା,
Odia IRV 2017 (ଓଡିଆ ବାଇବେଲ)
ସେ କହିଲେ, “ସଦାପ୍ରଭୁ ମୋହର ଶୈଳ ଓ ମୋହର ଗଡ଼ ଓ ମୋହର ରକ୍ଷାକର୍ତ୍ତା,