2 Samuel 22:20 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାେତେ ଭଲ ପାଆନ୍ତି, ତେଣୁ ସେ ମାେତେ ରକ୍ଷା କଲେ, ସେ ମାେତେ ନିରାପଦ ସ୍ଥାନକକ୍ସ୍ଟ ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମଧ୍ୟ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ଆଣିଲେ; ସେ ମୋତେ ରକ୍ଷା କଲେ, କାରଣ ସେ ମୋʼଠାରେ ସନ୍ତୁଷ୍ଟ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋତେ ଭଲ ପାଆନ୍ତି, ତେଣୁ ସେ ମୋତେ ରକ୍ଷା କଲେ, ସେ ମୋତେ ନିରାପଦ ସ୍ଥାନକୁ ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମଧ୍ୟ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ପହଞ୍ଚାଇଲେ; ସେ ମୋତେ ରକ୍ଷା କଲେ, କାରଣ ସେ ମୋʼ ଠାରେ ସନ୍ତୁଷ୍ଟ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେ ମଧ୍ୟ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ପହଞ୍ଚାଇଲେ; ସେ ମୋତେ ରକ୍ଷା କଲେ, କାରଣ ସେ ମୋ’ଠାରେ ସନ୍ତୁଷ୍ଟ ହେଲେ।