2 Samuel 22:21 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାେତେ ପକ୍ସ୍ଟରସ୍କୃତ କରିବେ, କାରଣ ଯାହା ଠିକ୍ ମୁ ତାହା ହିଁ କଲି, ମୁ କିଛି ଭକ୍ସ୍ଟଲ କରି ନଥିଲି, ତେଣୁ ସେ ମାେ ପାଇଁ ନିଶ୍ଚଯ ମଙ୍ଗଳ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ମୋର ଧାର୍ମିକତାନୁସାରେ ମୋତେ ପୁରସ୍କାର ଦେଲେ; ମୋର ହସ୍ତର ଶୌଚାନୁସାରେ ମୋତେ ଫଳ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋତେ ପୁରସ୍କୃତ କରିବେ, କାରଣ ଯାହା ଠିକ୍ ମୁଁ ତାହା ହିଁ କଲି, ମୁଁ କିଛି ଭୁଲ୍ କରି ନ ଥିଲି, ତେଣୁ ସେ ମୋ’ ପାଇଁ ନିଶ୍ଚୟ ମଙ୍ଗଳ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ମୋର ଧାର୍ମିକତାନୁସାରେ ମୋତେ ପୁରସ୍କାର ଦେଲେ; ମୋର ହସ୍ତର ପବିତ୍ରତାନୁସାରେ ମୋତେ ଫଳ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ମୋର ଧାର୍ମିକତାନୁସାରେ ମୋତେ ପୁରସ୍କାର ଦେଲେ; ମୋର ହସ୍ତର ପବିତ୍ରତାନୁସାରେ ମୋତେ ଫଳ ଦେଲେ।