2 Samuel 22:23 — Compare Translations

5 translations compared side by side

Odia - 1840
"ମୁ ସବୁ ବେଳେ ସଦାପ୍ରଭୁଙ୍କ ନିଷ୍ପତ୍ତିକକ୍ସ୍ଟ ମାନି ଆସିଛି। ମୁ ତାଙ୍କ ବ୍ଯବସ୍ଥାଗୁଡିକୁ ପାଳନ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ତାହାଙ୍କର ସମସ୍ତ ଶାସନ ମୋହର ସମ୍ମୁଖରେ ଥିଲା ଓ ତାହାଙ୍କର ବିଧିସକଳ ମୁଁ ପରିତ୍ୟାଗ କଲି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସବୁ ବେଳେ ସଦାପ୍ରଭୁଙ୍କ ନିଷ୍ପତ୍ତିକୁ ମାନି ଆସିଅଛି। ମୁଁ ତାଙ୍କ ବ୍ୟବସ୍ଥାଗୁଡ଼ିକୁ ପାଳନ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ତାହାଙ୍କର ସମସ୍ତ ଶାସନ ମୋହର ସମ୍ମୁଖରେ ଥିଲା ଓ ତାହାଙ୍କର ବିଧିସକଳ ମୁଁ ପରିତ୍ୟାଗ କଲି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ତାହାଙ୍କର ସମସ୍ତ ଶାସନ ମୋହର ସମ୍ମୁଖରେ ଥିଲା ଓ ତାହାଙ୍କର ବିଧିସକଳ ମୁଁ ପରିତ୍ୟାଗ କଲି ନାହିଁ।